ବ୍ରାଣ୍ଡ ଫ୍ୟାକ୍ଟ୍ରି ପକ୍ଷରୁ ଆକର୍ଷଣୀୟ ରିହାତି

ଭୁବନେଶ୍ୱର,୨୩-୫: ଫ୍ୟୁଚର ଗ୍ରୁପ୍‌ର ପ୍ରମୁଖ ଷ୍ଟୋର ବ୍ରାଣ୍ଡ ଫ୍ୟାକ୍ଟ୍ରି ପକ୍ଷରୁ ଆକର୍ଷଣୀୟ ରିହାତି ଘୋଷଣା କରାଯାଇଛି। ‘ଓ୍ବାନ୍ସ ଏ ଇୟର ବାଏ ଟୁ ଗେଟ ୩’ନାମରେ ଏହି ଅଫରର ଲାଭ ଗ୍ରାହକ ୨୨ରୁ ୨୬ ମେ ଯାଏ ଉଠାଇ ପାରିବେ। ୨୦୦ ଫ୍ୟାଶନ ବ୍ରାଣ୍ଡ ମଧ୍ୟରୁ ପସନ୍ଦ ସାମଗ୍ରୀ ଲାଭ କରିବାକୁ ଫ୍ୟାଶନ ଲଭରମାନେ ସକ୍ଷମ ହେବେ ବୋଲି କମ୍ପାନୀ ପକ୍ଷରୁ ସୂଚନା ରହିଛି। ଏଠାରେ ପୁରୁଷ, ମହିଳା, କିଡ୍‌ସ ବର୍ଗରେ ଫ୍ୟାଶନ ସାମଗ୍ରୀ ଉପଲବ୍ଧ ହେଉଛି। ସେହିଭଳି ବ୍ୟାଗ ପ୍ୟାକ୍ସ, ଲଗେଜ, ସନ୍‌ଗ୍ଲାସ, ସ୍ପୋର୍ଟସ ସୁ, ଫର୍ମାଲ ସୁ ଏବଂ ଆସେସୋରିଜ ସମେତ ଅନ୍ୟାନ୍ୟ ସାମଗ୍ରୀ ଉପଲବ୍ଧ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଥାନଲ୍ ବ୍ୟବସାୟରୁ ବମ୍ପର ଲାଭ! କମ୍ ନିବେଶରେ କୋଟିପତି ବନାଇବ ଏହି ୩ଟି ସୁପରହିଟ୍ ବିଜନେସ୍ ଆଇଡିଆ

ନୂଆଦିଲ୍‌ଲୀ,୧୭।୬: ଭାରତରେ ଗ୍ରୀନ ଏନର୍ଜି (ଶକ୍ତି) ଏବଂ ବୈକଳ୍ପିକ ଇନ୍ଧନର ଚାହିଦା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହି ସମୟରେ ଇଥାନଲ (Ethanol) ଏଭଳି ଏକ ସେକ୍ଟର…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF)…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

୪ଟଙ୍କା କମିଲା ପେଟ୍ରୋଲ ଦର, ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୧୩।୬: ପାକିସ୍ତାନ ସରକାର ପେଟ୍ରୋଲ ଏବଂ ଡିଜେଲ ଦରରେ କ୍ରମାଗତ ପଞ୍ଚମ ଥର ପାଇଁ ହ୍ରାସ କରିଛନ୍ତି। ଇନ୍ଧନ ମୂଲ୍ୟ କମିବା ଦ୍ୱାରା ସାଧାରଣ ଜନତା ଉପକୃତ…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

୩୦ ଜୁନ୍ ସୁଦ୍ଧା କରିନିଅନ୍ତୁ ଇ-କେୱାଇସି, ନଚେତ୍ ବନ୍ଦ ହୋଇଯିବ ଗ୍ୟାସ୍ ସବ୍‌ସିଡି-ସିଲିଣ୍ଡର ଡେଲିଭରି!

ନୂଆଦିଲ୍ଲୀ,୧୧ା୬: ଯଦି ଆପଣ ସମୟ ଅନୁସାରେ ଘରକୁ ଗ୍ୟାସ୍ ସିଲିଣ୍ଡରର ଡେଲିଭରି ଚାହୁଁଛନ୍ତି ଏବଂ ଏହା ଉପରେ ମିଳୁଥିବା ସବ୍‌ସିଡିର ଲାଭ ଉଠାଇବାକୁ ଚାହୁଁଛନ୍ତି, ତେବେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri