ବ୍ରାହ୍ମଣବିଲରେ ହାତୀ ଆକ୍ରମଣରେ ଜଣେ ଗୁରୁତର

ଛେଣ୍ଡିପଦା,୨୯।୯(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବନାଞ୍ଚଳ ବ୍ରାହ୍ମଣବିଲ ଗ୍ରାମରେ ହାତୀ ଆକ୍ରମଣରେ ରବିବାର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ ଉକ୍ତ ଗ୍ରାମ ବେହେରା ସାହିର ପାଣ୍ଡବ ସାହୁ(୪୮)।
ବନବିଭାଗ ସୂତ୍ରରୁ ପ୍ରକାଶ ଯେ, ସକଳେ ଗ୍ରାମ ନିକଟସ୍ଥ ଆମ୍ବତୋଟାକୁ ଏକ ଦନ୍ତାହାତୀ ପଳାଇ ଆସିଥିଲା। ହାତୀକୁ ଘଉଡାଇବା ପାଇଁ ଗ୍ରାମର ବହୁ ଲୋକ ରୁଣ୍ଡହୋଇ ଥିଲେ। ଘଟଣାସ୍ଥଳରେ ବନବିଭାଗର ହାତୀ ସ୍କ୍ବାଡ୍‌ ପହଞ୍ଚି ଗ୍ରାମବାସୀକୁ ବାରଣ କରିଥିଲେ ମଧ୍ୟ କେହି ନ ଶୁଣି ହାତୀକୁ ଘଉଡାଇବାକୁ ଉଦ୍ୟମ କରି ଆକ୍ରମଣ କରିଥିଲେ। ହାତୀ ପାଣ୍ଡବଙ୍କୁ ଶୁଣ୍ଢରେ ଟେକି ଫୋପାଡି ଦେଇଥିଲା। ଫଳରେ ପାଣ୍ଡବଙ୍କର ଛାତି ଓ ମୁହଁରେ ଗଭୀର ଆଘାତ ଲାଗିଥିଲା। ବନାଞ୍ଚଳ ଅଧିକାରୀ ଦୁର୍ଗାଚରଣ ସାହୁ ତାଙ୍କୁ କୋଶଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଲଡକି ବେହେନ’ ଯୋଜନାର ନାମ ପରିବର୍ତ୍ତନ ପାଇଁ ଏନ୍‌ସିପି ନେତା କଲେ ବଡ଼ ଦାବି

ମୁମ୍ୱାଇ,୩।୨: ମହାରାଷ୍ଟ୍ରରେ ଚାଲିଥିବା ‘ଲଡକି ବେହେନ’ ଯୋଜନାର ନାମ ପରିବର୍ତ୍ତନ ପାଇଁ ମଙ୍ଗଳବାର ଦାବି ଉଠିଛି। ଏନସିପି ନେତା ଅମୋଲ ମିଟକାରୀ କହିଛନ୍ତି, ଅଜିତ ଦାଦା ମହିଳାମାନଙ୍କ…

‘ପ୍ରଚେଷ୍ଟା ଜାରି ରହିଲେ ସଫଳତା ଆପେ ଆପେ ମିଳିବ’ , ମହାବିଦ୍ୟାଳୟର ବାର୍ଷିକୋତ୍ସବରେ ଯୋଗ ଦେଇ ଏମିତି କହିଲେ…

ଭଞ୍ଜନଗର,୩/୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର ୪୪ ତମ ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭଞ୍ଜନଗର ଡେପୁଟି କଲେକ୍ଟର ରଚିତା…

ତୃତୀୟ ଶ୍ରେଣୀ ଛାତ୍ରଙ୍କୁ ମାଡ଼ ଘଟଣା: ଆଶ୍ୱାସନା ଦେଲେ ଅଧିକାରୀ

ଦାରିଙ୍ଗବାଡି, ୩।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପାଦ୍ରୀପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଗଣିତ ଖାତା ଆଣି ନ ଥିବାରୁ ତୃତୀୟ…

ଟି-୨୦ରେ କମାଲ କଲେ ବାବର ଆଜମ: ଭାଙ୍ଗିଲେ କୋହଲିଙ୍କ ସର୍ବକାଳୀନ ରେକର୍ଡ

ଲାହୋର,୩।୨: ପାକିସ୍ତାନର ଷ୍ଟାର ବ୍ୟାଟ୍ସମ୍ୟାନ ବାବର ଆଜମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ଇତିହାସ ସୃଷ୍ଟି କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ସେ ଭାରତୀୟ କିମ୍ବଦନ୍ତୀ…

ୟୁଜିସି ବିଲ୍‌କୁ ବିରୋଧ, ଜିଲାପାଳଙ୍କୁ ଦାବିପତ୍ର ଦେଲେ…

ବଲାଙ୍ଗୀର,୩ା୨ (ସୁନିଲ କୁମାର ମହାନ୍ତି): ୟୁଜିସି ବିଲ୍‌କୁ ନେଇ ବିରୋଧ ତୀବ୍ର ହେବାରେ ଲାଗିଛି । ଏହି ବିଲ୍‌କୁ ଶୀଘ୍ର ପ୍ରତ୍ୟାହାର କରିବା ପାଇଁ ବଲାଙ୍ଗୀର ଜିଲା…

ଘରେ ଲଗାଉଛନ୍ତି କି ନେମପ୍ଲେଟ୍‌ : ଜାଣନ୍ତୁ କଣ କହେ ବାସ୍ତୁ

ଘରକୁ ଚିହ୍ନାଇବାରେ ସାହାଯ୍ୟ କରିବା ସହିତ ନେମ୍‌ପ୍ଲେଟ୍‌ ଘରର ସୌନ୍ଦର୍ଯ୍ୟକୁ ବି ବଢାଇଥାଏ। ଘର ମଧ୍ୟକୁ ପ୍ରବେଶ କରିବା ପୂର୍ବରୁ ସମସ୍ତଙ୍କର ପ୍ରଥମ ନଜର ଏହା ଉପରେ…

ଭାରତକୁ ନେଇ ଏମିତି କଥା କହୁଥିଲେ ପାକିସ୍ତାନୀ ଖବରଦାତା, ମୁହଁ ବନ୍ଦ କଲେ ଏହି ଖେଳାଳି

ନୂଆଦିଲ୍ଲୀ,୩।୨: ଅଷ୍ଟ୍ରେଲିଆ ଅଧିନାୟକ ମିଚେଲ ମାର୍ଶଙ୍କୁ ପାକିସ୍ତାନର ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ ମ୍ୟାଚ ବର୍ଜନ ଏବଂ ବାଂଲାଦେଶର ଟୁର୍ଣ୍ଣାମେଣ୍ଟରୁ ବାଦ ପଡ଼ିବା ସମ୍ପର୍କରେ ପ୍ରଶ୍ନର ସମ୍ମୁଖୀନ…

ଶୁଭାରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା: ଏକା ସଙ୍ଗେ ୨୦୦ ଦମ୍ପତିଙ୍କ ହେଲା ସାମୁହିକ ବିବାହ

ଭୁବନେଶ୍ୱର,୩।୨: ଶୁଭାରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା। ଗଞ୍ଜାମ ତାରାତାରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭାରମ୍ଭ କରିଛନ୍ତି। ଏହି ସମୟରେ ୨ ଶହ ବର-କନ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri