ନିବେଶ ଲାଗି ବ୍ରିକ୍ସ୍‌ ସମ୍ମିଳନୀରେ ମୋଦିଙ୍କ ଆହ୍ବାନ: ଭାରତରେ ରହିଛି ମୁକ୍ତ ବ୍ୟବସାୟ ଉପଯୋଗୀ ପରିବେଶ

ବ୍ରାସିଲିଆ,୧୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ରାଜିଲ୍‌ର ରାଜଧାନୀ ବ୍ରାସିଲିଆଠାରେ ଆୟୋଜିତ ବ୍ରିକ୍ସ୍‌ ବିଜନେସ୍‌ ଫୋରମ୍‌ ସମ୍ମିଳନୀରେ ଭାରତରେ ନିବେଶ ଲାଗି ଆହ୍ବାନ ଦେଇଛନ୍ତି। ଭାରତରେ ମୁକ୍ତ ବ୍ୟବସାୟ ଉପଯୋଗୀ ପରିବେଶ ରହିଛି। ଏହା ନିବେଶକଙ୍କୁ ବେଶ୍‌ ସୁହାଇବ ବୋଲି ସେ କହିଛନ୍ତି। ୨୦୨୪ ସୁଦ୍ଧା ଭାରତ ୫ ଟ୍ରିଲିୟନ୍‌ ଅର୍ଥବ୍ୟବସ୍ଥାରେ ପରିଣତ ହେବ। ତେଣୁ ଏଠାରେ ନିବେଶ କରିବା ଉପଯୋଗୀ ହେବ ବୋଲି ସେ ନିବେଶକଙ୍କ ଉଦ୍ଦେଶ୍ୟରେ କହିଛନ୍ତି। ବ୍ରିକ୍ସ୍‌ ସଦସ୍ୟ ଥିବା ବ୍ରାଜିଲ୍‌, ରୁଷିଆ, ଭାରତ, ଚାଇନା ଏବଂ ଦକ୍ଷିଣ ଆଫ୍ରିକା ଆଦି ରାଷ୍ଟ୍ର ମଧ୍ୟରେ ଟିକସ ଏବଂ କଷ୍ଟମ୍‌ ପ୍ରଣାଳୀ ସରଳ ହୋଇପାରିଲେ ଆର୍ଥିକ ବିକାଶର ପଥ ପ୍ରଶସ୍ତ ହୋଇପାରିବ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କମିବ ତେଲ ଦର’, ଏମିତି ଘୋଷଣା କରି ଚମକାଇ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧।୯: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଜୋର ଦେଇ କହିଥିଲେ ଯେ ଭେନେଜୁଏଲା ସହିତ ତାଙ୍କର ତୈଳ ଚୁକ୍ତି ଯୋଗୁ ଗ୍ୟାସ ମୂଲ୍ୟରେ ଦ୍ରୁତ ହ୍ରାସ ଘଟିବ,…

ପାଣିପାଗ ବିଭାଗର ବଡ଼ ସୂଚନା, ଆଜି ୧୮ ଜିଲାରେ ଝଡ଼ବର୍ଷା

ଭୁବନେଶ୍ୱର,୧ା୯(ବନ୍ଦନା ସେଠୀ): ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଉତ୍ତର ଉପକୂଳ ଓଡ଼ିଶା ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳ ଉପରେ ଥିବା ସ୍ପଷ୍ଟ ଭାବେ ଚିହ୍ନିତ ଲଘୁଚାପ କ୍ଷେତ୍ରଟି…

୩ରେ ରାଜ୍ୟ କ୍ୟାବିନେଟ୍, ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ସେପ୍ଟେମ୍ବର ୩ରେ ରାଜ୍ୟ କ୍ୟାବିନେଟ୍‌ ଅନୁଷ୍ଠିତ ହେବ । ଲୋକସେବା ଭବନର ତୃତୀୟ ମହଲାରେ ସନ୍ଧ୍ୟା…

ମାସ ଆରମ୍ଭରୁ ଗ୍ରାହକଙ୍କୁ ଲାଗିଲା ବଡ଼ ଝଟକା, ବଢିଲା ଗ୍ୟାସ ଦର

ନୂଆଦିଲ୍ଲୀ,୧।୯: ସେପ୍ଟେମ୍ବର ଆରମ୍ଭରୁ ଏଲପିଜି ଗ୍ରାହକମାନେ ଏକ ବଡ଼ ଝଟକା ପାଇଛନ୍ତି। ସେପ୍ଟେମ୍ବର ୧ ରେ ଜାରି ହୋଇଥିବା ନୂତନ ଦର ଅନୁସାରେ, 19 କିଲୋଗ୍ରାମ ବାଣିଜ୍ୟିକ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏସ୍‌ସି, ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ଦେବାକୁ ପଡ଼ିବନି…

ଭୁବନେଶ୍ୱର,୧ା୯(ସୁନିତ୍‌ ମିଶ୍ର): ରାଜ୍ୟର ଅନୁସୂଚିତ ଜାତି (ଏସ୍‌ସି) ଓ ଅନୁସୂଚିତ ଜନଜାତି (ଏସ୍‌ଟି) ବର୍ଗର ମେଧାବୀ ଗରିବ ଛାତ୍ରୀଛାତ୍ରମାନଙ୍କ ପାଇଁ ବଡ଼ ଆଶ୍ୱସ୍ତି। ସରକାରୀ ମେଡିକାଲ ଓ…

ଆମେରିକା ସେନା ଘାଟି ଉପରେ ଇରାନ୍‌ର ଆକ୍ରମଣ

ଓ୍ବାଶିଂଟନ/ତେହରାନ୍‌,୧ା୯: କିଛିଦିନର ବିରତି ପରେ ଆମେରିକା ସେନା ରବିବାର ରାତିରେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଇରାନୀୟ ରକେଟ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କରିଛି। ଏହାର ଜବାବରେ ଇରାନ…

ଭାଙ୍ଗିଲା ପୁରୁଣା ରେକର୍ଡ, ୧୯୦୧ ପରେ ଚଳିତବର୍ଷର ଅଗଷ୍ଟ ସବୁଠୁ ଉତ୍ତପ୍ତ

ନୂଆଦିଲ୍ଲୀ,୧ା୯(ପି.ଟି.): ୧୯୦୧ ପରେ ଗତ ଅଗଷ୍ଟ ସବୁଠାରୁ ଅଧିକ ଉତ୍ତପ୍ତ ରହିଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ରେକର୍ଡରୁ ଜଣାପଡ଼ିଛି । ଆଇଏମ୍‌ଡି ପକ୍ଷରୁ ପ୍ରକାଶିତ ମାସିକ…

ପ୍ରଧାନମନ୍ତ୍ରୀ ମୋଦି-ପୁଟିନଙ୍କ କାର କୂଟନୀତି: ଚାହିଁ ରହିଗଲା ସାରା ବିଶ୍ୱ

ବିଶ୍କେକ୍‌,୧ା୯: ବିଶ୍କେକ୍‌ରେ ଅନୁଷ୍ଠିତ SCO ସମ୍ମିଳନୀ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଦୁଇ ନେତା ବର୍ତ୍ତମାନର ବିଶ୍ୱ ପରିସ୍ଥିତି ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri