ବ୍ରିଟିଶ୍‌ ହେରାଲ୍ଡ ରିଡର୍ସ ପୋଲ୍‌:ମୋଦି ସବୁଠୁ ପ୍ରଭାବଶାଳୀ ବ୍ୟକ୍ତି

ଲଣ୍ଡନ, ୨୨ା୬: ବ୍ରିଟେନର ଅଗ୍ରଣୀ ପତ୍ରିକା ବ୍ରିଟିଶ୍‌ ହେରାଲ୍ଡ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୨୦୧୯ରେ ବିଶ୍ୱର ସବୁଠୁ ପ୍ରଭାବଶାଳୀ ବ୍ୟକ୍ତି ବୋଲି ଘୋଷଣା କରିଛି। ରିଡର୍ସ ପୋଲ୍‌ରେ ସେ ଅନେକ ବିଶ୍ୱ ନେତା ଓ ରାଜନେତାଙ୍କୁ ପରାସ୍ତ କରି ବିଜୟୀ ହୋଇଥିବା ପତ୍ରିକା ପକ୍ଷରୁ କୁହାଯାଇଛି। ମୋଦିଙ୍କୁ ୩୦.୯ ପ୍ରତିଶତ ଭୋଟ ମିଳିଛି। ଅନ୍ୟମାନଙ୍କ ମଧ୍ୟରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ୨୯.୯%, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ୨୧.୯% ଏବଂ ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ଙ୍କୁ ୧୮.୧ % ଭୋଟ ମିଳିଛି। ପୋଲ୍‌ରେ ୨୫ରୁ ଊର୍ଦ୍ଧ୍ୱ ବିଶ୍ୱନେତାଙ୍କୁ ନିଆଯାଇଥିଲା ବେଳେ ଚୂଡାନ୍ତ ପର୍ଯ୍ୟାୟରେ ୪ ଜଣ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯: କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri