ବ୍ରିଟେନ୍‌ର ଅର୍ଥମନ୍ତ୍ରୀ ହେଲେ ନାରାୟଣ ମୂର୍ତ୍ତିଙ୍କ ଜ୍ୱାଇଁ ଋଷି ସୁନକ

ଲଣ୍ଡନ,୧୩।୨: ଇନଫୋସିସ୍‌ ପ୍ରତିଷ୍ଠାତା ନାରାୟଣ ମୂର୍ତ୍ତିଙ୍କ ଜ୍ୱାଇଁ ଋଷି ସୁନକ ବ୍ରିଟେନର ଅର୍ଥମନ୍ତ୍ରୀ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ୩୯ ବର୍ଷ ବୟସ୍କ ଋଷି ଟ୍ରେଜେରୀର ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରୁଥିଲେ। ପୂର୍ବ ଅର୍ଥମନ୍ତ୍ରୀ ସାଜିଦ୍‌ ଜାବିଦ୍‌ କିଛି ଦିନ ତଳେ ଇସ୍ତଫା ଦେଇଥିଲେ। ସେବେଠାରୁ ଅର୍ଥମନ୍ତ୍ରୀ ପଦବୀ ଖାଲି ପଡ଼ିଥିଲା। ଋଷି ୨୦୧୫ରେ ସ୍ଥାନୀୟ ରିଚମଣ୍ଡ ପାର୍କ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ୨୦୧୮ରେ ତାଙ୍କୁ ମନ୍ତ୍ରୀ ପଦ ମିଳିଥିଲା। ଏହାପରେ ୨୦୧୯ଠାରୁ ସେ ଟ୍ରେଜେରୀର ମୁଖ୍ୟ ସଚିବ ଦାୟିତ୍ୱ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୨୦୨୬ ମାସିକ ରାଶିଫଳ: ବଦଳିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ ୧୨ ରାଶି ପାଇଁ କେମିତି ରହିବ ମାସ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୨୦୨୬ ଏକ ଗୁରୁତ୍ୱପୂର୍ଣ୍ଣ ମାସ ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ୧୨ଟି…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

ନେପାଳରେ ଜଳପ୍ରଳୟ: ଦେବଦୂତ ସାଜିଲା ଭାରତ, ବାଲେନ ଶାହା କହିଲେ-PM ମୋଦି ଆମେ ଆପଣଙ୍କ…

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ଯୋଗୁ ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ମୃତ୍ୟୁ ହୋଇସାରିଛି ଏବଂ ୭୦୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ଏହି କଠିନ ସମୟରେ ଭାରତ ନେପାଳ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri