ବ୍ରେକ୍‌ଅପ୍‌ର ୩ ବର୍ଷ ପରେ ଏକାଠି ହେଲେ କ୍ୟାଟ୍ରିନା-ରଣବିର

ବଲିଉଡ୍‌ରେ ଏମିତି କିଛି ଯୋଡ଼ି ଅଛନ୍ତି ଯେ କି, ବ୍ରେକ୍‌ଅପ୍‌ ପରେ ପୁଣି ଏକାଠି ହୋଇଛନ୍ତି। ସେ ରିଲ୍‌ରେ ହେଉ କି ରିୟଲରେ। ଏହି ଯୋଡ଼ିଙ୍କ ମଧ୍ୟରୁ କ୍ୟାଟ୍ରିନା କୈଫ୍‌-ରଣବିର କପୁର ଅନ୍ୟତମ। ରଣବିର ପୂର୍ବରୁ କ୍ୟାଟ୍‌ଙ୍କ ସହ ପ୍ରେମସମ୍ପର୍କ ଥିବାବେଳେ ବର୍ତ୍ତମାନ ଆଲିଆ ଭଟ୍ଟଙ୍କୁ ଡେଟିଂ କରୁଛନ୍ତି। କୌଣସି କାରଣରୁ କ୍ୟାଟ୍ରିନା-ରଣବିରଙ୍କ ବ୍ରେକ୍‌ଅପ୍‌ ହୋଇଯାଇଥିଲା। ତେବେ ବ୍ରେକ୍‌ଅପ୍‌ର ତିନିବର୍ଷ ପରେ ପୁଣି ଏକାଠି ହୋଇଛନ୍ତି କ୍ୟାଟ୍ରିନା-ରଣବିର। ରିୟଲ ନୁହେଁ ରିଲ୍‌ରେ।

ବଲିଉଡ୍‌ ଗାୟକ ତଥା ର଼୍ୟାପର୍‌ ବାଦ୍‌ଶାହ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିବା ପରେ ଏପରି ଚର୍ଚ୍ଚା ହେଉଛି। ଫଟୋରେ ୩ ଜଣ ମିଶି କୌଣସି ଗୋଟିଏ ଫିଲ୍ମର ଶୁଟିଂ କରୁଥିବା ଅନୁମାନ କରାଯାଉଛି। ଏଥିରେ ରଣବିର, କ୍ୟାଟ୍ରିନାଙ୍କ ପାଖରେ ଠିଆ ହୋଇଛନ୍ତି। କ୍ୟାଟ୍ରିନା ବାଦ୍‌ଶାହଙ୍କୁ ଧରିଛନ୍ତି। ଫଟୋରେ ତିନିଜଣ ଖୁବ୍‌ ଖୁସି ଜଣାପଡୁଛନ୍ତି।


ଏକ ସାକ୍ଷାତକାରରେ କ୍ୟାଟ୍ରିନା କହିଛନ୍ତି, ରଣବିରଙ୍କ ସହ ବ୍ରେକ୍‌ଅପ୍‌ ହୋଇଯିବା ପରେ ସେ ମାନସିକ ସ୍ତରରେ ଖୁବ୍‌ ଭାଙ୍ଗି ପଡ଼ିଥିଲେ। ଏଥିରୁ ମୁକୁଳିବା ପାଇଁ ବିଭିନ୍ନ ବହି ପଢ଼ି ସମୟ କାଟୁଥିଲେ। ଏବେ ସେ ରଣବିରଙ୍କର କେବଳ ଜଣେ ଭଲ ବନ୍ଧୁ ବୋଲି କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯଦି ତୁମେ ଭାଜପାକୁ ସମର୍ଥନ କରିବ ତୁମେ ଦେଶଭକ୍ତ’, ନଚେତ୍‌…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ଦକ୍ଷିଣ ଚବିଶି ପ୍ରଗଣା ଜିଲାର ସୋନାରପୁରରେ ତୃଣମୂଳ କଂଗ୍ରେସ (TMC) ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଧରଣର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ…

ରାଜ୍ୟରେ ଭତ୍ତାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍: ମନମୋହନ ସାମଲ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ଭତ୍ତା ବଣ୍ଟନ ସମସ୍ୟାକୁ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ସେ କହିଛନ୍ତି, ଆସନ୍ତା ୧୫ ଦିନ ମଧ୍ୟରେ ଭତ୍ତା…

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…

ଯୌନ କାର୍ଯ୍ୟରେ ଲିପ୍ତ ପ୍ରତ୍ୟେକ ମହିଳାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରମି କୋର୍ଟ

ନୂଆଦିଲ୍ଲୀ,୩୧।୫: ଏକ ଐତିହାସିକ ରାୟରେ, ସୁପ୍ରିମକୋର୍ଟ କହିଛନ୍ତି ଯେ ବେଶ୍ୟାବୃତ୍ତିରେ ଲିପ୍ତ ପ୍ରତ୍ୟେକ ମହିଳା ବଳପୂର୍ବକ ଶିକାର ହୋଇଥିବା ଏବଂ ଫଳସ୍ବରୂପ ତାଙ୍କୁ ପୁନର୍ବାସ କେନ୍ଦ୍ରକୁ ପଠାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri