ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା

ନୂଆପଡା ଅଫିସ,୨୮ା୯
ସ୍ଥାନୀୟ ମିନିଷ୍ଟାଡିୟମରେ ନୂଆପଡା ସଦର ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଆରମ୍ଭ ହୋଇଥିବା ପ୍ରତିଯୋଗିତାକୁ ବ୍ଲକ ଶିକ୍ଷାଧିକାରୀ ଡ. ରେଶମଲାଲ ନାଏକ ଶୁଭାରମ୍ଭ କରିଥିଲେ। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ସହ ଗୋଷ୍ଠୀ ଶିକ୍ଷାଧିକାରୀ ଚୈତରାମ ନାଏକ, ଗୋଷ୍ଠୀ ସମ୍ବଲ ଶିକ୍ଷକ ଉପେନ୍ଦ୍ର ସାମଲ, କାର୍ତ୍ତିକ ବିଶ୍ୱାଲ ପ୍ରମୁଖ ଯୋଗଦେଇଥିଲେ। ବ୍ଲକର ସମସ୍ତ ବିଦ୍ୟାଳୟରୁ ୭୧୫ଜଣ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ଏଥିରେ ଦୁଇଟି ବିଭାଗରେ ଫୁଟବଲ, ଖୋଖୋ, କବାଡି, ଟେନିକୋଟ, ଚୋଇକୋଣ୍ଡୋ ପ୍ରତିଯୋଗିତା ହୋଇଥିଲା । ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଶିକ୍ଷକମାନେ ଖେଳ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ବ୍ଲକର ସମସ୍ତ ସିଆରିସିସି, କର୍ମଚାରୀମାନେ ସହଯୋଗ କରିଥିଲେ । ସଦର ସିଆରସିସି ଜିତେନ୍ଦ୍ର କୁମାର ଖମାରୀ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା: ଏଥର ଓଏଏସ୍, ଓଏଫ୍‌ସ୍ଏସ୍, ଓଆରଏସ ପଦବି ନାହିଁ

ଭୁବନେଶ୍ବର,୨।୧: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା-୨୦୨୫ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଏଏସ୍ (OAS), ଓଏଫ୍‌ଏସ୍ (OFS) ଏବଂ...

ଆହୁରି ଥରାଇବ ଶୀତ: ଆଗାମୀ ୪ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୧(ବନ୍ଦନା ସେଠୀ):ନୂଆବର୍ଷରେ ଥରିଲା ସାରା ଓଡ଼ିଶା। ପ୍ରବଳ ଥଣ୍ଡା ସାଙ୍ଗକୁ ରାଜ୍ୟର ଏକାଧିକ ଅଞ୍ଚଳ ଘନ କୁହୁଡି ଆସ୍ତରଣରେ ଭରି ରହିଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ...

ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…

ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...

ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର

ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ...

ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ଦୁଇଥର ବିଧାୟକ ହୋଇଥିଲେ

ନୀଳଗିରି, ୦୨/୦୧(ପ୍ରଶାନ୍ତ କୁମାର ବିଶ୍ୱାଳ): ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ । କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri