ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା

ନୂଆପଡା ଅଫିସ,୨୮ା୯
ସ୍ଥାନୀୟ ମିନିଷ୍ଟାଡିୟମରେ ନୂଆପଡା ସଦର ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଆରମ୍ଭ ହୋଇଥିବା ପ୍ରତିଯୋଗିତାକୁ ବ୍ଲକ ଶିକ୍ଷାଧିକାରୀ ଡ. ରେଶମଲାଲ ନାଏକ ଶୁଭାରମ୍ଭ କରିଥିଲେ। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ସହ ଗୋଷ୍ଠୀ ଶିକ୍ଷାଧିକାରୀ ଚୈତରାମ ନାଏକ, ଗୋଷ୍ଠୀ ସମ୍ବଲ ଶିକ୍ଷକ ଉପେନ୍ଦ୍ର ସାମଲ, କାର୍ତ୍ତିକ ବିଶ୍ୱାଲ ପ୍ରମୁଖ ଯୋଗଦେଇଥିଲେ। ବ୍ଲକର ସମସ୍ତ ବିଦ୍ୟାଳୟରୁ ୭୧୫ଜଣ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ଏଥିରେ ଦୁଇଟି ବିଭାଗରେ ଫୁଟବଲ, ଖୋଖୋ, କବାଡି, ଟେନିକୋଟ, ଚୋଇକୋଣ୍ଡୋ ପ୍ରତିଯୋଗିତା ହୋଇଥିଲା । ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଶିକ୍ଷକମାନେ ଖେଳ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ବ୍ଲକର ସମସ୍ତ ସିଆରିସିସି, କର୍ମଚାରୀମାନେ ସହଯୋଗ କରିଥିଲେ । ସଦର ସିଆରସିସି ଜିତେନ୍ଦ୍ର କୁମାର ଖମାରୀ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri