ବ୍ଲକିଂ କରି ଅଧରାତିରେ ଗାଡ଼ି ତଲାସି

ଅନୁଗୋଳ ଅଫିସ, ୨୩।୪ଭୋଟ୍‌ ପାଇଁ ଜିଲାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ସୋମବାର ରାତିରେ ଅନୁଗୋଳ ସହର ସହ ଜିଲାର ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ଗାଡ଼ି ଯାଞ୍ଚ କରାଯାଉଛି। ଦୁଇଚକିଆ ଗାଡ଼ି ଠାରୁ ଚାରିଚକିଆ ଗାଡ଼ି ଓ ଅନ୍ୟାନ୍ୟ ଯାନକୁ ମଧ୍ୟ ଯାଞ୍ଚ କରାଯାଉଥିବା ଦେଖିବାକୁ ମିଳିଛି। ଏପରି କି ଏଥିରେ ଯାତାୟାତ କରୁଥିବା ଲୋକମାନଙ୍କ ପରିଚୟ ଓ ଗନ୍ତବ୍ୟସ୍ଥାନ ସମ୍ପର୍କରେ ପୋଲିସ ତଥ୍ୟ ସଂଗ୍ରହ କରୁଛି।  ନିର୍ବାଚନ ସମୟ ହୋଇଥିବାରୁ ବେଆଇନ ଟଙ୍କା କାରବାର ରୋକିବା ପାଇଁ ଏପରି ପଦକ୍ଷେପ ନିଆଯାଉଥିବା ପୋଲିସର ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ

ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ…

ରତ୍ନେଶ୍ଵରୀ ମନ୍ଦିର ଭିତରେ ଗର୍ଜନ କରୁଥିବା ବିରାଟ ଅହିରାଜ! ଲୋକେ ଛାନିଆ, ବନବିଭାଗ ପହଞ୍ଚି…

ଦିଗପହଣ୍ଡି/ଚିକିଟି,୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ମା ‘ ରତ୍ନେଶ୍ଵରୀ ମନ୍ଦିରରୁ କିଙ୍ଗକୋବ୍ରା ଉଦ୍ଧାର କରାଯାଇଛି ।…

ଗଞ୍ଜେଇ ଚୋରା ଚାଲାଣ ମାମଲା: ଅହମ୍ମଦାବାଦରୁ ଆସି ଗାଁରେ ଲୁଚିଥିଲେ ଅଭିଯୁକ୍ତ, ପୋଲିସ ପହଞ୍ଚି…

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପି.ଜଗନ୍ନାଥପୁର ଗ୍ରାମର କବିରାଜ ସ୍ବାଇଁଙ୍କ ପୁଅ ଜିତୁ ଓରଫ ଜିତେନ୍ଦ୍ର କୁମାର (୪୦)ଙ୍କୁ ଗୁଜରାଟର ଅହମ୍ମଦାବାଦସ୍ଥିତ କ୍ରାଇମବ୍ରାଞ୍ଚ…

ଧରିତ୍ରୀ ପ୍ରଭାବ; ଅଙ୍ଗନବାଡ଼ିରେ ପିଲାଙ୍କୁ ମିଳୁ ନଥିଲା ରନ୍ଧାଖାଦ୍ୟ, ଜିଲା ପ୍ରଶାସନର ଯାଞ୍ଚ ପରେ ଅଣ୍ଡା…

ଉଦଳା,୩।୯(ସନ୍ତୋଷ ବାଛିନୀ): ଖବର ପ୍ରସାରଣ ପରେ ଆକ୍ସନ ମୋଡରେ ଜିଲା ପ୍ରଶାସନ । ନିଜେ ତଦନ୍ତ କରିବା ପରେ ଅଙ୍ଗନବାଡିରେ ଆରମ୍ଭ ହେଲା ରୋଷେଇ । ଶିଶୁଙ୍କୁ…

ରିଲିଫ ନେଇ ଫେରୁଥିବା ବେଳେ ଛାତ୍ରଙ୍କ ମୁଣ୍ଡରେ ପଡ଼ିଗଲା ନଡ଼ିଆ, ତାପରେ….

ବାରିପଦା,୨।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହର ମଧୁବନ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗଛରୁ ନଡ଼ିଆ ଖସି ଜଣେ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ବୟଫ୍ରେଣ୍ଡଙ୍କୁ ମିଳିଲା ଜାମିନ

କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍‌): ବହୁ ଚର୍ଚ୍ଚିତ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ ଭୀମସେନ ପ୍ରସାଦ ଟୁଡୁଙ୍କୁ ହାଇକୋର୍ଟରୁ ସର୍ତ୍ତ ମୂଳକ ଜାମିନ ମିଳିଛି। ୫୦…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ହିତାଧିକାରୀଙ୍କୁ ମିଳିଲା ୨ ମାସର ଚାଉଳ, ବାକି ୩ ମାସକୁ ନେଇ…

ଅମରପାଲି,୩ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବହଳପଦର ପଞ୍ଚାୟତରେ ନୂତନ ରାଶନ କାର୍ଡ ପାଇବା ସତ୍ତ୍ୱେ ହିତାଧିକାରୀମାନେ ୫ ମାସ ଧରି ଚାଉଳ ପାଉ ନ…

କରିଲୋପାଟଣା କଲେଜ ଅଧ୍ୟକ୍ଷ ଦାୟିତ୍ୱ ହସ୍ତାନ୍ତର ବିବାଦ: ରେକର୍ଡ ଯାଞ୍ଚ

ମାର୍ଶାଘାଇ,୩ା୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ମାର୍ଶାଘାଇ ବ୍ଲକ କରିଲୋପାଟଣା ମହାବିଦ୍ୟାଳୟରେ ଅଧ୍ୟକ୍ଷଙ୍କୁ ଦାୟିତ୍ୱ ହସ୍ତାନ୍ତର ନେଇ ବିବାଦ ଘଟଣାରେ ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ତଥା କେନ୍ଦ୍ରାପଡ଼ା ଉପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri