ମୁମୂର୍ଷୁ ଯୁବକଙ୍କୁ ଉଦ୍ଧାର କଲେ ବିଡିଓ

ବିଜେପୁର,୧୮।୨(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ପରିସରେ ମୁମୂର୍ଷୁ ଅବସ୍ଥାରେ ପଡିଥିବା ଯୁବକଙ୍କୁ ବ୍ଲକ ପ୍ରଶାସନ ମଙ୍ଗଳବାର ଉଦ୍ଧାର କରଛି। ଉକ୍ତ ଯୁବକ ଜଣକ ହେଲେ ବଡବାଉଁଶେନ ଗ୍ରାମର ବିଶ୍ବନାଥ କାଣ୍ଡ (୪୫)।
ପରେ ତାଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେ ମଧୁମେହ ରୋଗରେ ଅକ୍ରାନ୍ତ ଥିବାବେଳେ ତାଙ୍କର ରକ୍ତଚାପ ମଧ୍ୟ ଅଧିକ ରହିଥିବା ପ୍ରାଥମିକ ଚିକିତ୍ସାରୁ ଜଣାପଡିଛି। ତଙ୍କ ଚିକିତ୍ସା ଲାଗି ସମସ୍ତ ସହାୟତା ଯୋଗାଇ ଦିଆଯିବ। ତାଙ୍କ ବୁଢୀ ମା ’ ଲତା କାଣ୍ଡଙ୍କୁ ରେଡକ୍ରସ ପାଣ୍ଠିରୁ ୩ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିବା ବିଡିଓ ପଦ୍ମନାଭ ସାମନ୍ତରାୟ କହିଛନ୍ତି।
ସୂଚନାଯୋଗ୍ୟ, ବିଶ୍ବନାଥ ବ୍ଲକ ପରିସରରେ ମୁମୂର୍ଷୁ ଅବସ୍ଥାରେ ପଡିଥିବା ପ୍ରାତଃ ଭ୍ରମଣରେ ଯାଇଥିବା ବିଡିଓ ପଦ୍ମନାଭ ଦେଖିଥିଲେ। ତୁରନ୍ତ ସେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

ଘରୋଇ ବସ୍‌ ମାଲିକ ସଂଘର ବଡ଼ ଚେତାବନୀ, ସରକାର ନ ଶୁଣିଲେ ଗଡ଼ିବନି…

ଭୁବନେଶ୍ୱର,୩୦।୫: ରାଜ୍ୟ ସରକାରଙ୍କୁ ୧୦ ଦିନର ଅଲଟିମେଟମ୍ ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଭଡ଼ା ବୃଦ୍ଧି ସମ୍ପର୍କିତ ଦାବି ପୂରଣ ନ ହେଲେ ବସ୍‌ ଚଳାଚଳ…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ

ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍‌.ଭାସ୍କର ରାଓ। ରାୟଗଡା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri