ବ୍ଲଡ୍‌ କ୍ୟାନ୍‌ସର

‘କ୍ୟାନ୍‌ସର : ନୋ ଆନ୍‌ସର’ ବୋଲି ଅନେକଙ୍କ ମନରେ ଧାରଣା ରହିଛି। ହେଲେ ପ୍ରାରମ୍ଭିକ ସ୍ତରରେ ଏହା ଚିହ୍ନଟ ହୋଇ ଉପଯୁକ୍ତ ଚିକିତ୍ସା କରାଯାଇପାରିଲେ କେତେକ କ୍ଷେତ୍ରରେ କ୍ୟାନ୍‌ସରରୁ ଆରୋଗ୍ୟ ମିଳିବାର ଉଦାହରଣ ରହିଛି। ହେଲେ ଏହା ଯଦି ଗୁରୁତର ଅବସ୍ଥାରେ ଚିହ୍ନଟ କରାଯାଏ, ତେବେ ତାହା ଅକାଳ ମୃତ୍ୟୁକୁ ଡାକିଆଣିଥାଏ। ଆଜିକାଲି ବ୍ଲଡ୍‌ କ୍ୟାନ୍‌ସର (ରକ୍ତ କର୍କଟ) ରୋଗୀଙ୍କ ସଂଖ୍ୟା ବଢ଼ିଚାଲିଛି। ଏହାର କାରଣ ସମ୍ପର୍କରେ ଆମେ ନିଶ୍ଚୟ ଅବଗତ ହେବା ଦରକାର। ଏହି ରୋଗ ଦ୍ୱାରା ଆକ୍ରାନ୍ତ ହେଲେ ପ୍ରଥମେ ଜ୍ୱର ଲାଗି ରହିଥାଏ। ଆନେମିଆ ସମସ୍ୟା ମଧ୍ୟ ଦେଖାଦିଏ। ଅଳ୍ପ କାମ କରିବା ପରେ ହାଲିଆ ଲାଗେ। ଅଧିକାଂଶ ସମୟ ଶରୀରରେ ଦୁର୍ବଳତା ଅନୁଭବ ହୋଇଥାଏ। ଗଳା କିମ୍ବା କାଖ ତଳେ ହାଲୁକା ଦରଜ ଅନୁଭୂତ ହୋଇଥାଏ। ଛାତିରେ ଜ୍ୱଳନ ହୁଏ। ଶରୀରରେ ହାଲକା ଆଘାତ ଲାଗିବା ମାତ୍ରେ ରକ୍ତ କ୍ଷରଣ ହୁଏ। କେବଳ ନାକରୁ ନୁହେଁ ପରସ୍ରା କରିବା ସମୟରେ ରକ୍ତ ପଡ଼ିଥାଏ। ଭୋକ କମ୍‌ ଲାଗେ। ତା’ସହ ହଠାତ୍‌ ଓଜନ କମି କମି ଯାଏ। ଏପରି କ୍ୟାନ୍‌ସରର ଅନ୍ୟ ପ୍ରମୁଖ ଲକ୍ଷଣ ହେଲା, ଶରୀରରେ ଇନ୍‌ଫେକଶନ ଲାଗି ରହିଥାଏ। ଯଦି ଆପଣଙ୍କ ଶରୀରରେ ବାରମ୍ବାର ଇନ୍‌ଫେକଶନ ଲାଗି ରହୁଛି, ତେବେ ବିଳମ୍ବ ନ କରି ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ। ଅସ୍ଥିରେ ଏବଂ ଗଳଗଣ୍ଠିରେ ଦରଜ ଅନୁଭୂତ ହୁଏ। ତେବେ ଏପରି ଲକ୍ଷଣ ଦେଖାଦେବା ମାତ୍ରେ ଅଭିଜ୍ଞ କ୍ୟାନ୍‌ସର ବିଶେଷଜ୍ଞଙ୍କ ନିକଟକୁ ଯାଇ ପରାମର୍ଶ କରିବାକୁ ଭୁଲନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…

ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’…

BJP ଅଫିସ୍‌ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍‌ର କିଙ୍ଗ କୋବ୍ରା, ତା’ପରେ…

ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri