ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ସାନ ଭାଇ ଗିରଫ

ସରଜେଭୋ, ୨୪।୭: ବିଶିଷ୍ଟ ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ସାନ ଭାଇ ପ୍ରମୋଦ ମିତ୍ତଲଙ୍କୁ ୟୁରୋପ ପୋଲିସ ଗିରଫ କରିଛି। ତାଙ୍କ ନାଁରେ ୧୯.୩୨ କୋଟି ଟଙ୍କା ହେରଫେର ମାମଲା ରହିଛି। ସୂଚନାଯୋଗ୍ୟ, ୨୦୦୪ରେ ପ୍ରମୋଦ ମିତ୍ତଲ ଲୁକାବାକ୍‌ରେ ଏକ କୋକିଂ ପ୍ଲାଣ୍ଟ ଆରମ୍ଭ କରିଥିଲେ। ସେ ଜିଆଇକେଆଇଏଲ ବୋର୍ଡର ପ୍ରମୁଖ ଅଟନ୍ତି।

Share