ବ୍ୟାଙ୍କ ଅଫ ବରୋଦା ଏଟିଏମ୍‌ ଭଙ୍ଗାରୁଜା

ଜଗତ୍‌ସିଂହପୁର ଅଫିସ, ୩ା୭- ସ୍ଥାନୀୟ ବ୍ୟାଙ୍କ ଅଫ ବରୋଦା (ବିଓବି) ଏଟିଏମ୍‌ରୁ ଚୋରି ପାଇଁ ଉଦ୍ୟମ ହୋଇଥିବା ମଙ୍ଗଳବାର ଜଗତ୍‌ସିଂହପୁର ଥାନାରେ ଅଭିଯୋଗ ହୋଇଛି। ବିଓବି ଜଗତ୍‌ସିଂହପୁର ଶାଖା ବରିଷ୍ଠ ପରିଚାଳକ ରୁଦ୍ରପ୍ରତାପ ସାହୁଙ୍କ ଅଭିଯୋଗକ୍ରମେ ପୋଲିସ ମାମଲା ସଂଖ୍ୟା ୨୨୯/୧୯ ରୁଜୁ କରି ତଦନ୍ତ ଜାରି ରଖିଥିବା ଆଇଆଇସି ରଜନୀକାନ୍ତ ମିଶ୍ର ସୂଚନା ଦେଇଛନ୍ତି। ଅଭିଯୋଗ ଅନୁଯାୟୀ ସୋମବାର ରାତି ୨ଟା୩୦ରୁ ୪ଟା ଭିତରେ ଅଭିଯୁକ୍ତମାନେ ଏଟିଏମ୍‌ରୁ ଚୋରି ପାଇଁ ଉଦ୍ୟମ କରିଥିବା ସିସିଟିଭି ଫୁଟେଜ୍‌ରୁ ଜଣାଯାଇଛି। ସେମାନେ ଏଟିଏମ୍‌ ପଛ ଫାଟକ ଭାଙ୍ଗି ଭିତରେ ପଶିଥିଲେ। ପରେ ଏଟିଏମ୍‌ ଭାଙ୍ଗି ଟଙ୍କା ନେବା ପାଇଁ ଚେଷ୍ଟା କରିଥିଲେ। କିନ୍ତୁ ସଫଳ ହୋଇ ନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ...

ପାରାଦୀପରେ ଜଳାଭାବ: ଫାଇଦା ଉଠାଉଛନ୍ତି ଚୋରା ବ୍ୟବସାୟୀ

ପାରାଦୀପ,୨୧।୪(ଶରତ ରାଉତ):ପାରାଦୀପ ବନ୍ଦର ସହରରେ ଏବେ ପାନୀୟ ଜଳ ସଙ୍କଟ ଲାଗି ରହିଛି। ତାଳଦଣ୍ଡା କେନାଲରେ ପାଣି ଯୋଗାଣ ବନ୍ଦ ଯୋଗୁ ଏପରି ହୋଇଛି। ଏହାର...

ରଘୁନନ୍ଦନଙ୍କୁ ଭେଟି ଆଶୀର୍ବାଦ ନେଲେ ସାରଦା

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଜିଲାର ବାଲିକୁଦା-ଏରସମା ବିଧାନସଭା ଆସନ ନିମନ୍ତେ ଯୁବନେତା ସାରଦା ପ୍ରସନ୍ନ ଜେନାଙ୍କ ଉପରେ ବିଜେଡି ଆସ୍ଥା ପ୍ରକଟ କରି...

ପାରାଦୀପରେ ନିର୍ଣ୍ଣାୟକ ହୋଇପାରନ୍ତି କଂଗ୍ରେସ ଭୋଟର

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ପାରାଦୀପ ନିର୍ବାଚନମଣ୍ଡଳୀରେ ଭିନ୍ନ ରାଜନୈତିକ ସମୀକରଣ ସୃଷ୍ଟି ହୋଇଛି। କଂଗ୍ରେସ ନେତା ଅରିନ୍ଦମ ସର୍ଖେଲ (ବାପି) ବିଜେଡିରେ ମିଶିଛନ୍ତି। ତାଙ୍କ ସ୍ଥାନ...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

ସତ୍ୟସାରଥିଙ୍କ ପ୍ରାର୍ଥିତ୍ୱକୁ ନେଇ ଅଡୁଆ ବଢୁଛି

ଜଗତ୍‌ସିଂହପୁର, ୧୭ା୪ (ପ୍ରମୋଦ କୁମାର ନାୟକ):ବାଲିକୁଦା-ଏରସମା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ସତ୍ୟସାରଥି ମହାନ୍ତି ଭାଜପା ବିଧାୟକ ପ୍ରାର୍ଥୀ ହୋଇଛନ୍ତି। ଏହି ଘୋଷଣା ପରେ ଦଳ ପାଇଁ...

ଜଗତ୍‌ସିଂହପୁର, ବାଲିକୁଦା-ଏରସମାରେ ଝଡ଼ ପୂର୍ବର ନୀରବତା

ଜଗତ୍‌ସିଂହପୁର,୧୫ା୪ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାରେ ଜଗତ୍‌ସିଂହପୁର ଓ ବାଲିକୁଦା-ଏରସମା ବିଧାନସଭା ଆସନରେ ଟିକେଟରୁ ବଞ୍ଚତ୍ତ କେତେଜଣ ନେତା ଅନ୍ୟ ଦଳ କିମ୍ବା ସ୍ବାଧୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri