ବ୍ୟାଙ୍କ ଲୁଟ୍‌ ଉଦ୍ୟମ ବିଫଳ : ସାଇରନ ବାଜିବାରୁ ଛାଡ଼ି ପଳାଇଲେ ଲୁଟେରା

ଢେଙ୍କାନାଳ ଅଫିସ, ୨୪ା୬: ଢେଙ୍କାନାଳ ଗ୍ରାମ୍ୟ ବ୍ୟାଙ୍କ ମୁଖ୍ୟ ଶାଖାରୁ ରବିବାର ବିଳମ୍ବିତ ରାତିରେ ଲୁଟ୍‌ ଉଦ୍ୟମବେଳେ ସାଇରନ୍‌ ବାଜିବାରୁ ଲୁଟେରାମାନେ ଛାଡ଼ି ପଳାଇଛନ୍ତି। ତାଲା ଭାଙ୍ଗି ଷ୍ଟ୍ରଙ୍ଗ୍‌ରୁମ୍‌ ତାଡ଼ି ଖୋଲିବା ପରେ ସାଇରନ ବାଜିବାରୁ ସମ୍ମୁଖରେ ଥିବା ଟାଉନ୍‌ ପୋଲିସ ଷ୍ଟେସନ ଓ ପାଟ୍ରୋଲିଂ କରୁଥିବା ପୋଲିସ ପହଞ୍ଚିଯିବାରୁ ଲୁଟେରାମାନେ ପଳାଇଥିଲେ। ବ୍ୟାଙ୍କ ଭିତରୁ କଟର, ପେଚକସ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି ପୋଲିସ। ସନ୍ଧାନୀ କୁକୁର ସହ ତଦନ୍ତ ଆରମ୍ଭ ହୋଇଛି। ପ୍ରକାଶଥାଉ କି, ୨୦୧୬ ନଭେମ୍ବରରେ ୧ ଏହି ବ୍ୟାଙ୍କରୁ ୧ କୋଟି ୧୮ ଲକ୍ଷ ପୁରୁଣା ନୋଟ୍‌ ଲୁଟ୍‌ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri