Posted inଫୁରସତ

ବ୍ୟାଟମ୍ୟାନ୍‌ ହୋଇ ଦେଉଛନ୍ତି ବେସାହାରା ପ୍ରାଣୀଙ୍କୁ ସାହାରା

ଫ୍ଲୋରିଡାର ୨୭ ବର୍ଷୀୟ ଭାନ୍‌ ଡୋର୍ନଙ୍କୁ ଛୋଟବେଳୁ କାର୍ଟୁନ୍‌ ଚରିତ୍ର ବ୍ୟାଟମ୍ୟାନ ବହୁତ ଭଲ ଲାଗୁଥିଲା। ବଡ଼ ହେବା ପରେ ସେ ଅରଲାଣ୍ଡୋରେ ଏକ ଆନିମଲ୍‌ ରେସ୍କ୍ୟୁ ସଂସ୍ଥା ସହ ଜଡିତ ହେଲେ। ନିଷ୍ପତ୍ତି ନେଲେ ବ୍ୟାଟ୍‌ମ୍ୟାନ୍‌ ବେଶଭୂଷାରେ ରହି ସେ ପ୍ରାଣୀଙ୍କୁ ଉଦ୍ଧାର କରିବା ସହ ସେମାନଙ୍କୁ ସୁରକ୍ଷିତ ଘର ପ୍ରଦାନ କରିବେ। କାରଣ ସେ ଭାବୁଥିଲେ ଏହି ବେଶଭୂଷାରେ କାମ କଲେ ବେସାହାରା ପ୍ରାଣୀଙ୍କ ପ୍ରତି ବହୁ ଲୋକଙ୍କ ଦୃଷ୍ଟି ପଡିବ। ଆଉ ସେମାନେ ଏହି ପ୍ରାଣୀଙ୍କୁ କୋଳେଇ ନେବାକୁ ଆଗେଇ ଆସିବେ। ଆଉ ତାହା ହିଁ ହୋଇଥିଲା। ପରେ ସେ ନିଜର ବି ଏକ ନନ୍‌ପ୍ରଫିଟ୍‌ ଅର୍ଗାନାଇଜେଶନ୍‌ ଗଢିଲେ, ଯାହାର ନାଁ ଦେଲେ ‘ବ୍ୟାଟମ୍ୟାନ୍‌ ଫର୍‌ ପ’ସ୍‌। ଆଉ ଦେଶର ବିଭିନ୍ନ ସ୍ଥାନ ବୁଲି ବେସାହାରା ପ୍ରାଣୀଙ୍କୁ ସାହାଯ୍ୟ କରିବା ସହ ତାଙ୍କୁ ସୁରକ୍ଷିତ ରହିବା ସ୍ଥାନ ଯୋଗାଇଲେ। ତେବେ ସେ କହନ୍ତି, ‘ପ୍ରକୃତରେ କହିବାକୁଗଲେ ମୁଁ ହିରୋ ନୁହେଁ। ଯେଉଁମାନେ ସେମାନଙ୍କୁ ଘର ଯୋଗାଉଛନ୍ତି ସେଇମାନେ ହିଁ ପ୍ରକୃତ ହିରୋ।’


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ନିଷ୍ପତ୍ତି: ଏଣିକି ଟ୍ରେନ୍‌ରେ ଲଗେଜ୍‌ ଚୋରି ହେଲେ ଜରିମାନା ଦେବ ରେଳ ବିଭାଗ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ…

ନୂଆଦିଲ୍ଲୀ,୬ା୮: ଯଦି ଆପଣ ଟ୍ରେନରେ ଯାତ୍ରା କରୁଛନ୍ତି ଆଉ ଏହି ସମୟରେ ଆପଣଙ୍କ ବ୍ୟାଗ କିମ୍ବା ମୂଲ୍ୟବାନ ଜିନିଷ ଚୋରି ହୋଇଯାଉଛି, ତେବେ ଆଉ ଚିନ୍ତା ନାହିଁ।…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri