ବ୍ୟାଟିଂ ବେଳେ ଫିଲ୍ଡ ସେଟ୍‌ କଲେ ଧୋନୀ

କାର୍ଡିଫ,୨୯ା୫- କ୍ରିକେଟରେ ଏମିତି କିଛି ନାହିଁ, ଯାହା ମହେନ୍ଦ୍ର ସିଂ ଧୋନୀ କରିପାରିବେ ନାହିଁ। ଭେଟେରାନ ଭାରତୀୟ କ୍ରିକେଟର ବିଶ୍ୱର ଶ୍ରେଷ୍ଠ ଉଇକେଟକିପର ନିଜର ଫିନିଶିଂ ଦକ୍ଷତା ଓ ନେତୃତ୍ୱ ଶ୍ରେଳୀ ପାଇଁ ବିଶ୍ୱରେ ପରିଚିତ। ପୂର୍ବତନ ଅଧିନାୟକ ଏଠାରେ ବାଂଲାଦେଶ ଓ ଭାରତ ମଧ୍ୟରେ ଖେଳାଯାଇଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ରେ କ୍ରିକେଟ ପ୍ରଶଂସକଙ୍କୁ ଚକିତ କରି ଦେଇଛନ୍ତି। ମ୍ୟାଚ୍‌ର ୪୦ତମ ଓଭରରେ ଧୋନୀ ବ୍ୟାଟିଂ କରୁଥିବାବେଳେ ବୋଲର ଶବିର ରେହମାନଙ୍କୁ ବଲ ପକାଇବା ପୂର୍ବରୁ ଅଟକାଇ ଦେଇଥିଲେ। କାରଣ ଧୋନୀ ଫିଲ୍ଡରେ କିଛି ତ୍ରୁଟି ଦେଖିବାକୁ ପାଇଥିଲେ। ଏହାପରେ ୩୭ ବର୍ଷୀୟ ଧୋନୀ ବୋଲର ଶବିରଙ୍କୁ ମିଡ୍‌ ଉଇକେଟରୁ ଫିଲ୍ଡର ହଟାଇ ସ୍କୋୟାର ଲେଗ୍‌ ଅଞ୍ଚଳକୁ ପଠାଇବାକୁ ଉପଦେଶ ଦେଇଥିଲେ। ସଂଘର୍ଷପୂର୍ଣ୍ଣ ମୁକାବିଲା ହୋଇଥିଲେ ମଧ୍ୟ ସ୍ପିନର ଶବିର ଭାରତୀୟ ଦଳର ପୂର୍ବତନ ଅଧିନାୟକଙ୍କ ଉପଦେଶ ପାଳନ କରିିଥିଲେ। ଏହି ଘଟଣାକୁ ନେଇ ସୋସିଆଲ ମିଡିଆରେ ପ୍ରବଳ ଚର୍ଚ୍ଚା ହେବା ସହ ଭିଡିଓ ଭାଇରାଲ ହୋଇଛି। ଉଲ୍ଲେକଥାଉ କି, ଧୋନୀ ୭୮ ବଲର ସମ୍ମୁଖୀନ ହୋଇ ୧୧୩ ରନ୍‌ କରିଥିଲେ। ଏହି ଶତକୀୟ ଇନିଂସରେ ୭ ଛକା ଓ ୮ ଚୌକା ସାମିଲ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri