Posted inଜାତୀୟ

ବ୍ୟାନ୍‌କୁ ବେଖାତିର: ୩ ବର୍ଷରେ ଭାରତରେ ୭ ହଜାର କୋଟି ନିବେଶ କରିବ ଟିକ୍‌ଟକ୍‌

ନୂଆଦିଲ୍ଲୀ,୨୦।୪: ଭାରତରେ ଟିକ୍‌ ଟକ୍‌ ଆପ୍‌କୁ ବ୍ୟାନ୍‌ କରାଯିବା ପରେ ଏହାକୁ ପ୍ରସ୍ତୁତ କରିଥିବା କମ୍ପାନୀ ବାଇଟ୍‌ ଡ୍ୟାନ୍ସ୍‌ ଟେକ୍ନୋଲୋଜି ସୋସିଆଲ ମିଡ଼ିଆ ପ୍ଲାଟଫର୍ମରୁ ଏହାକୁ ହଟାଇ ଦେଇଛି। ତେବେ କମ୍ପାନୀ ପକ୍ଷରୁ କୁହାଯାଇଛି ଯେ, ଭାରତରେ ଏହି ଆପ୍‌କୁ ନେଇ ସମସ୍ୟାର ସମାଧାନ କରାଯିବ। ଏହା ସହିତ ଟିକ୍‌ଟକ୍‌ର ପ୍ୟାରେଣ୍ଟ୍‌ କମ୍ପାନୀ ଆଗାମୀ ୩ ବର୍ଷରେ ଭାରତରେ ୭ ହଜାର କୋଟି ଟଙ୍କାର ନିବେଶ କରିବ ବୋଲି ଘୋଷଣା କରିଛି। କମ୍ପାନୀ ଭାରତରେ ଏହାର କର୍ମଚାରୀ ସଂଖ୍ୟା ବୃଦ୍ଧି କରି ଏକ ହଜାରରେ ପହଞ୍ଚାଇବାର ଯୋଜନା କରିଛି। ସେମାନଙ୍କ ମଧ୍ୟରୁ ୨ ଶହ ୫୦ କର୍ମଚାରୀ କଣ୍ଟେଟ୍‌ ଉପରେ ଜନର ରଖିବେ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ଭାରତରେ ଟିକ୍‌ଟକ୍‌ର ୧୨ କୋଟି ବ୍ୟବହାରକର୍ତ୍ତା ଅଛନ୍ତି। ଯୁବବର୍ଗଙ୍କ ମଧ୍ୟରେ ଏହା ବେଶ୍‌ ଲୋକପ୍ରିୟ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅନ୍ନା ହଜାରେ, କିଏ ହାରିଲା…

ନୂଆଦିଲ୍ଲୀ,୨୬ା୭: NEET ପେପର୍‌ ଲିକ୍ ମାମଲାକୁ ନେଇ ସାରା ଦେଶରେ ହୋଇଥିବା ଛାତ୍ର ଆନ୍ଦୋଳନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସମାଜସେବୀ ଅନ୍ନା…

କେତେ ସମ୍ପତ୍ତିର ମାଲିକ ପ୍ରହ୍ଲାଦ ଯୋଶୀ, ଜାଣନ୍ତୁ ଶିକ୍ଷାମନ୍ତ୍ରୀଙ୍କ ନେଟଓ଼୍ବର୍ଥ…

ନୂଆଦିଲ୍ଲୀ,୨୬ା୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି। ସେ ପୂର୍ବରୁ ହିଁ ଖାଉଟି ବ୍ୟାପାର ମନ୍ତ୍ରଣାଳୟ ସମ୍ଭାଳୁଛନ୍ତି। ଶିକ୍ଷାମନ୍ତ୍ରୀ…

ସୌରମଣ୍ଡଳ ବାହାରେ ଚନ୍ଦ୍ର: ପ୍ରଥମ ଥର ପାଇଁ ମିଳିଲା ସମ୍ଭାବ୍ୟ ବାହ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ

ନୂଆଦିଲ୍ଲୀ,୨୬ା୭(ପି.ଟି.): ବୈଜ୍ଞାନିକମାନେ ପ୍ରଥମ ଥର ପାଇଁ ସୌରମଣ୍ଡଳ ବାହାରେ ସମ୍ଭାବ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ ପାଇଛନ୍ତି। ପ୍ରତିଷ୍ଠିତ ବିଜ୍ଞାନ ପତ୍ରିକା ‘ନେଚର’ରେ ପ୍ରକାଶିତ ଏକ ଗବେଷଣା ତଥ୍ୟରୁ…

ସିଏମ୍‌ଓରୁ ଫାଇଲ ଚୋରି ଘଟଣା: ବିଦେଶରେ ଥିବାରୁ ଥାନାରେ ହାଜର ହେଲେନି ପାଣ୍ଡିଆନ

ଭୁବନେଶ୍ୱର,୨୬ା୭(ତ୍ରିନାଥ ମହାନ୍ତି): ସିଏମଓରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟା ମାମଲାର କମିଶନ ଫାଇଲ୍‌ ଓ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ପରି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଫାଇଲ ହଜିଯିବା ଘଟଣାରେ…

ଇସ୍ତଫା ଦେଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୬ା୭ (ପି.ଟି.) ଏନ୍‌ଇଇଟି ପ୍ରଶ୍ନପତ୍ର ବିଭ୍ରାଟ ଓ ତାହାକୁ ନେଇ ଉପୁଜିଥିବା ଆନ୍ଦୋଳନ ଜୋରଦାର ହେବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପଦରୁ ଇସ୍ତଫା…

ଦୁଇ ଦିନ ପୂର୍ବରୁ ହିଁ ନିଶ୍ଚିତ ହୋଇ ସାରିଥିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା! ଜାଣନ୍ତୁ କିଭଳି ଲେଖାଯାଇଥିଲା…

ନୂଆଦିଲ୍ଲୀ,୨୫।୭: NEET ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ସରକାରଙ୍କ ସହ ଆଲୋଚନା ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ‘କକ୍ରୋଚ୍ ଜନତା ପାର୍ଟି’ (CJP)…

ବଡ଼ ଖବର: ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ,୨୫।୭: ବଡ଼ ଘୋଷଣା। ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ନୂଆ ଶିକ୍ଷାମନ୍ତ୍ରୀ ଘୋଷଣା କରାଯାଇଛି। କ୍ୟାବିନେଟ ମନ୍ତ୍ରୀ ପ୍ରହଲାଦ ଜୋଶୀଙ୍କୁ ତାଙ୍କର ବର୍ତ୍ତମାନର ବିଭାଗ ସହିତ ଶିକ୍ଷା…

କିଏ ହେବେ ଦେଶର ନୂଆ ଶିକ୍ଷାମନ୍ତ୍ରୀ? ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୋଦୀ କ୍ୟାବିନେରେ ହଲଚଲ, ସାମ୍ନାକୁ ଆସିଲା ବଡ଼ ନାଁ!

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ ଚର୍ଚ୍ଚା ହେଉଛି ଯେ ଦେଶର ପରବର୍ତ୍ତୀ ଶିକ୍ଷାମନ୍ତ୍ରୀ କିଏ ହେବେ। ମୋଦୀ କ୍ୟାବିନେଟ୍‌ରେ କେତେକ ନାମକୁ ନେଇ ବିଚାର-ବିମର୍ଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri