Posted inଜାତୀୟ

ବୟସ୍କଙ୍କ ସେବା ନ କଲେ ବୋହୂ-ଜ୍ୱାଇଁ, ସାବତ ଝିଅ-ପୁଅଙ୍କୁ ବି ମିଳିବ ଦଣ୍ଡ: ମୋଦି ସରକାରଙ୍କ ନୂଆ ନିୟମ !

ନୂଆଦିଲ୍ଲୀ,୫।୧୨: ପୂର୍ବରୁ ମାତା-ପିତାଙ୍କ ସେବା କରୁ ନ ଥିବା ଝିଅ ପୁଅଙ୍କ ଉପରେ ଦଣ୍ଡାଦେଶର ବ୍ୟବସ୍ଥା ଥିଲା। ତେବେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ୨୦୦୭ ମେଣ୍ଟେନାସ୍‌ ଆଣ୍ଡ୍‌ ଓ୍ବେଲଫେୟାର ଅଫ୍‌ ପ୍ୟାରେଣ୍ଟସ୍‌ ଆଣ୍ଡ୍‌ ସିଟିଜେନ୍‌ ଆକ୍ଟରେ କେତେକ ସଂଶୋଧନ କରିଛନ୍ତି। ଏହା ଦ୍ୱାରା ଏଣିକି ବୟସ୍କଙ୍କ ସେବା ନ କଲେ ବୋହୂ-ଜ୍ୱାଇଁ, ସାବତ ଝିଅ-ପୁଅଙ୍କୁ ଉପରେ ବି ଦଣ୍ଡାଦେଶ କରାଯିବ। ପୂର୍ବରୁ ଝିଅ ପୁଅଙ୍କୁ ଏନେଇ ୩ ମାସର ଜେଲ ଦଣ୍ଡାଦେଶ କରାଯାଉଥିବାବେଳେ ଏହାକୁ ବଢ଼ାଇ ଏବେ ୬ ମାସ କରି ଦିଆଯାଇଛି। ସେହିପରି ଭରଣପୋଷଣ ପାଇଁ ସବୋର୍ଚ୍ଚ ୧୦ ହଜାର ଟଙ୍କା ଦେବାକୁ ପଡ଼ିବ ବୋଲି ସଂଶୋଧିତ ବିଲ୍‌ରେ ଦର୍ଶାଯାଇଛି। ତେବେ ଭରଣପୋଷଣ ବୋହୂ-ଜ୍ୱାଇଁ, ସାବତ ଝିଅ-ପୁଅଙ୍କ ଆର୍ଥିକ ସ୍ଥିତି ଉପରେ ନିଶ୍ଚିତ କରାଯିବ ବୋଲି ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭେଡ୍‌କର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାରେ ଭବାନୀପାଟଣାର କୁନି ଝିଅ କଶିସ୍‌, ବହୁମୁଖୀ ପ୍ରତିଭାର ଅଧିକାରିଣୀ ହୋଇ…

ଭବାନୀପାଟଣା,୨୯ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ୩ ବର୍ଷର କୁନି ଝିଅ କଶିସ୍‌ ଅଗ୍ରଓ୍ବାଲ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଗତ ଏପ୍ରିଲ ମାସରେ ୨…

ଟ୍ରେନ୍‌ ଟ୍ରାକ୍‌କୁ ହଠାତ୍‌ ଚାଲିଆସିଲା ଏକ ସିଂହ, ଲୋକୋ ପାଇଲଟ୍‌ କଲେ ଏମିତି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ଗୁଜରାଟର ଜୁନାଗଡ଼ ଶାସନଗିରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି। ଲୋକୋ ପାଇଲଟଙ୍କ ସତର୍କତା ଯୋଗୁ ଏକ ବଡ଼ ବିପଦ ଟଳି ଯାଇଛି। ଭେରାଭଲ-ଜୁନାଗଡ଼ ପାସେଞ୍ଜର…

ଘରକୁ ଫେରୁଥିବା ବେଳେ କେନାଲରେ ଭାସିଗଲେ ଚାଷୀ, ତାପରେ ଘଟିଲା….

ଦେବଗଡ,୨୯।୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ସରୁଆଳି ଗ୍ରାମ ପଂଚାୟତ ଅନ୍ତର୍ଗତ ମାଦଲିଆ ଗ୍ରାମରେ ଜଣେ ଚାଷୀ କେନାଲରେ ଭାସି ଯାଇଥିଲେ । ଏହାପରେ ଅଗ୍ନଶମ ବିଭାଗ…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ! ପ୍ରବଳ ଇନକମ କରିବେ ୪ ରାଶି, ଅଜଣା ଲୋକ ସାଜିବେ ଦେବଦୂତ!

ମାସ ମାନଙ୍କ ମଧ୍ୟରେ ଶ୍ରାବଣ ମାସ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ମାସ। ଏହି ପବିତ୍ର ମାସ ଆହୁରି ଗୁରୁତ୍ୱପୂର୍ଣ୍ଣ କାରଣ ଅଗଷ୍ଟ ୨୮ରେ ଆଶିଂକ ଚନ୍ଦ୍ରଗ୍ରହଣ ଲାଗିବାକୁ…

ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି…

ରାହୁଲଙ୍କ ଅଭିଯୋଗକୁ ନେଇ ସରକାରଙ୍କ କଡ଼ା ଜବାବ, ଗୁଳି ନୁହେଁ କେବଳ….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟକୁ ନେଇ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା । ଏହାପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ…

କୌଣସି ପ୍ରମାଣ ନାହିଁ… ୧୧ ବର୍ଷ ପୁରୁଣା ମାମଲାରେ ମନମୋହନ ସିଂଙ୍କୁ କ୍ଲିନଚିଟ୍

ନୂଆଦିଲ୍ଲୀ,୨୯ା୭: କୋଇଲା ବ୍ଲକ ଆବଣ୍ଟନ ମାମଲାରେ ସ୍ବର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିରୋଧରେ ଜାରି ସମନକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁର…

ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri