Posted inଖେଳ

ବୟସ ଜାଲିଆତି ରୋକିବାକୁ ବୋର୍ଡର ୨୪ ଘଣ୍ଟିଆ ହେଲ୍ପ ଲାଇନ୍‌

ନୂଆଦିଲ୍ଲୀ,୨।୧୦(ପି.ଟି.)- କ୍ରିକେଟରେ ବୟସ ଜାଲିଆତି ଏବେ ଉତ୍କଟ ସମସ୍ୟା ରୂପେ ଉଭା ହୋଇଛି। ଏହାକୁ ରୋକିବା ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏକ ୨୪/୭ ହେଲ୍ପଲାଇନ୍‌ ଜାରି କରିଛି। ପୂର୍ବରୁ ବୋର୍ଡ ମଧ୍ୟ ଆଣ୍ଟି ଡୋପିଂ ହେଲ୍ପ ଲାଇନ୍‌ ମଧ୍ୟ ଜାରି କରିଥିଲା। ବିସିସିଆଇ ଆଣ୍ଟି ଡୋପିଂ ଓ ଆଣ୍ଟି- କରପଶନ କ୍ରିକେଟକୁ କଳଙ୍କ ମୁକ୍ତ କରିବା ପାଇଁ ମିଳିତ ଭାବେ କାର୍ଯ୍ୟ କରୁଛି। ଏବେ ବୟସ ଜାଲିଆତିକୁ ରୋକିବା ପାଇଁ ମଧ୍ୟ ପ୍ରୟାସ ଆରମ୍ଭ ହୋଇଛି।
ବିସିସିଆଇର ଆଗାମୀ ୨୦୧୯- ୨୦ ଘରୋଇ ସେସନରେ ମ୍ୟାଚ୍‌ ଖେଳାଯାଉଥିବା ଭେନ୍ୟୁଗୁଡିକର ଡ୍ରେସିଂ ରୁମ୍‌ରେ ହେଲ୍ପଲାଇନ୍‌ ନମ୍ବର ଲିଖିତ ଏକ ବ୍ୟାନର ଲଗା ଯିବ। ବୟସ ଜାଲିଆତି ନେଇ ଯଦି କୌଣସି ଘଟଣା ସାମ୍‌ନାକୁ ଆସେ ତାହାଲେ ଯେକୌଣସି କ୍ରିକେଟର ବା ବ୍ୟକ୍ତି ଏହି ନମ୍ବର ମାଧ୍ୟମରେ ଯୋଗାଯୋଗ ରକ୍ଷା କରିପାରିବେ। ସୂଚନା ଦେଉଥିବା ସମ୍ପୃକ୍ତ ବ୍ୟକ୍ତିଙ୍କ ପରିଚୟ ଗୋପନ ରଖାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri