ବୟସ ୩୯ ସନ୍ତାନ ସଂଖ୍ୟା ୩୮

କମ୍ପାଲା,୧।୫: ଏବେ ୩୯ ବର୍ଷ ବୟସ୍କା ଜଣେ ମହିଳା ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଚର୍ଚ୍ଚାରେ ରହିଛନ୍ତି। ୟୁଗାଣ୍ଡାର କମ୍ପାଲାରେ ରହୁଥିବା ମରିୟମ୍‌ ନାବାନ୍ତଜୀ ନାମ୍ନୀ ଏହି ମହିଳା ତାଙ୍କ ୩୮ ସନ୍ତାନଙ୍କ ପାଇଁ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛନ୍ତି। ୧୨ ବର୍ଷରେ ବିବାହ କରିଥିବା ମରିୟମ୍‌ ୧୩ ବର୍ଷରେ ଯାଆଁଳା ସନ୍ତାନ ଜନ୍ମ କରିଥିଲେ। ପରେ ସେ ୪ଥର ୩ଜଣ ସନ୍ତାନଙ୍କୁ ଜନ୍ମ କରିଥିବାବେଳେ ୩ଥର ୪ ଜଣ ସନ୍ତନଙ୍କୁ ଜନ୍ମ ଦେଇଥିଲେ। ଏବେ ତାଙ୍କ ବଡ଼ ଇଭାନ୍‌ କେବୁକାଙ୍କ ବୟସ ୨୩ ବର୍ଷ। ସେ ରୋଜଗାର କରିବା ଆରମ୍ଭ କରିଛନ୍ତି। ମରିୟମ୍‌ ସନ୍ତାନଙ୍କୁ ଭଲଭାବେ ଲାଳନ ପାଳନ ପାଇଁ ଘରେ ବସି ବିଭିନ୍ନ କାମ କରି ଆୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri