ଭଂଗା ଘରେ ୩ ପରାନୀ କୁଟୁମ

ଲୋଇସିଂହା,୧୨।୮(ଡି.ଏନ୍‌.ଏ.):  ଗଲା ଦୁଇଦିନ୍‌ ଧରି ହେଇଥିବାର ବରଷାରେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡ଼ା ପଁଚେତ୍‌ ଛେଲବାହାଲ ଗଁାର ସେବକ ବାରିକକଁର ଘର ଭାଂଗି ଯାଇଛେ। ଏନ୍‌ତାଥି ଅଲପ୍‌କେ ପରିବାର ଲୋକ୍‌ ଗୁଟେ ବଡ଼ ବିପଦ୍‌ରୁ ବରତି ଯାଇଛନ୍‌। ପରିବାରଟା ଏହେଦେ ଗୁଲଗୁଲା ହେଇ ରହିବାର ଲାଗି ଆଶ୍‌ରେ ଖୁଜୁଛନ୍‌।
ସୂଚନା ଅନ୍‌ସାରେ ଛେଲବାହାଲ ଗଁାର ବୁରୁଧ୍‌ ସେବକ ବାରିକ। ପରିବାର କହେଲେ ମାଏକିନା ଆର ଗୁଟେ ବଲି ଝି’କେ ନେଇ ତାକର ସଁସାର। ପରିବାରଟା ନିହାତି ଗରିବ୍‌ ହେଇଥିଲାବେଲେ ୨୦୧୧ ଜନଗଣନା ହିସାବେ ସେବକ୍‌ ସରକାରୀ ଯୋଜନାରେ ଘରଖଁଡ଼େ ପାଏବାର ଲାଗି ହକ୍‌ଦାର ଆଏ। ପଁଚେତ୍‌ରେ ଏସ୍‌ଇସିସି ତାଲିକାରେ ତାକର ନଁା ରହିଛେ। ହେଲେ ଆଏଜ୍‌ତକ ସେ ସରକାରୀ ଯୋଜନାରେ ଘରଖଁଡ଼େ ପାଏବାରୁ ବଁଚିତ୍‌ ହେଇ ରହିଛନ୍‌। ଗଲା ୭ ତାରିଖ୍‌ ହେଇଥିବାର ବରଷାରେ କୁଟୁମବସିଆ ଖାଇପିଇ ଶୁଇଥିଲାବେଲେ ଘରର ପଛ୍‌ଫାଲର କଁାଥି ମାଡ଼ି ବସିଥିଲା। ହେଲେ ସଉଭାଏଗ୍‌କେ ପରିବାରର କେହି କିଛି ନାଇଁ ହେଇ। କଁାଥି ମାଡ଼ି ବସଲା ଉତାରୁ ଘରେ ଥିବାର ଧାନ, ଚାଉଲ, ଜିନିଷପାତି ସବୁ ବରଷାରେ ଭିଜି ଖରାପ ହେଇଯାଇଛେ। ଆଗ୍‌କେ ବରଷା ଲାଗି ରହିଲେ ଘରଟା ପୂରା ମାଡ଼ିବସ୍‌ବାର ବିପଦ୍‌ ରହିଛେ। ଏନ୍‌ତା ଅବସ୍‌ତାରେ ଘରେ ରହିବାର ନିରାପଦ୍‌ ନୁହେ ବଲି ସେବକ କହିଛନ୍‌। ଇ ଦୁଖି ପରିବାରକେ ପରଶାସନ ତରଫୁ ସାହାଯ୍‌ ସଂଗେ ଯେତେ ଜଲଦି ହେବା ଅବାସ ଯୋଜନାରେ ଘରଖଁଡ଼େ ଯୁଗେଇ ଦେବାକେ ସମିତି ସଭ୍ୟ ହେମାଳ ମେଶ୍ୱା ସମେତ ଗଁାବାସୀ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri