ଛତ୍ରପୁର,୧୯।୪(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାର ମା ତାରାତାରିଣୀଙ୍କ ଯାତ୍ରା ବନ୍ଦ ରହିବ। କେବଳ ମା’ଙ୍କ ରୀତିନୀତି ପୂଜକଙ୍କ ଦ୍ୱାରା ଅନୁପାଳନ କରାଯିବ । ଭକ୍ତଙ୍କ ଦର୍ଶନ ସମ୍ପୂର୍ଣ ବନ୍ଦ ରହିବ ବୋଲି ସୋମବାର ଜ଼ିଲାପାଳ ବିଜୟ ଅବୃତା କୁଲାଙ୍ଗେ ସୂଚନା ଦେଇଛନ୍ତି।
ଗତ ମଙ୍ଗଳବାର ପାଳିରେ କେବଳ ପୁରୁଷୋତ୍ତମପୁର ବ୍ଲକ ଓ ଏନ୍ଏସିର ଲୋକଙ୍କୁ ମନ୍ଦିରକୁ ଯିବାକୁ ଅନୁମତି ମିଳିଥିଲା। ଏଥିପାଇଁ ପରିଚୟପତ୍ର ଦେଖାଇବା ବାଧ୍ୟତାମୂଳକ ଥିଲା।
Posted inଆମ ଜିଲା ଖବର, ଗଞ୍ଜାମ View All
ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ
ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…
ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା
ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…
କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ
ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…
ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ
ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…
ପୋଡୁ ଚାଷବେଳେ ହଠାତ୍ ମାଡିଆସିଲା ଭୟଙ୍କର ବର୍ଷା, ପବନ: ଗଛ ମୂଳେ ଆଶ୍ରୟ ନେଇଥିବା ୩ ମହିଳାଙ୍କୁ ମାରିଲା ବିଜୁଳି
ଥୁଆମୂଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଡୁମେରପଦର ଗ୍ରାମର ନୁନ ପାଣି ପାହାଡ଼ ନିକଟରେ ଆଜି ଏକ…
ଦିଗପହଣ୍ଡି ଏନଏସି ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ ଶୁଭାରମ୍ଭ; ନାଗରିକଙ୍କ ସହଭାଗିତା, ସଚେତନତା, ସୁଶାସନ ଉପରେ ଗୁରୁତ୍ୱ
ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସହରରେ ଜନ ସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏନଏସି କାର୍ଯ୍ୟାଳୟ ସମ୍ମିଳନୀ…
ଧୂଷୁରୀପଙ୍ଗଟା ମୁଖ୍ୟରାସ୍ତାରେ ମଦ ଦୋକାନ ପୁନଃସ୍ଥାପନକୁ ବିରୋଧ: ଜିଲାପାଳଙ୍କୁ ଭେଟି ଦାବିପତ୍ର
ଅସୁରାଳି, ୧୭।୬ (ସନ୍ତୋଷ ସାହୁ): ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀପଙ୍ଗଟା ମୁଖ୍ୟ ରାସ୍ତାପାର୍ଶ୍ୱରେ ସରକାରୀ ଦେଶୀ ଓ ବିଦେଶୀ ମଦ ଦୋକାନକୁ ପୁନର୍ବାର ସ୍ଥାପନ ନ କରିବା…
ଚାମେଲିଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ: ଚାମେଲିଙ୍କୁ ଦୋଷ ମୁକ୍ତ କର, ନ ହେଲେ…
ପାଟଣା,୧୭।୬(ବୀର କିଶୋର ଦାଶ):କେନ୍ଦ୍ରାପଡା ଜିଲା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ। ଯେ ପର୍ଯ୍ୟନ୍ତ ତାଙ୍କୁ ନ୍ୟାୟ ପ୍ରଦାନ ସହ ସମ୍ପୂର୍ଣ୍ଣ…
Archives

