Posted inଜାତୀୟ

ଭଗତ ସିଂଙ୍କ ଯୋଗୁ ରକ୍ଷା ପାଇଲେ ଉଦ୍ଧବ: ଏମ୍‌ଏଲ୍‌ସି କୋଟା ଆସନରୁ ହେବେ ମନୋନୀତ

ମୁମ୍ବାଇ,୯।୪: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ଆସନ ଉପରେ ଦେଖାଦେଇଥିବା ସଙ୍କଟ ଟଳିଯାଇଛି। ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କ କୋଟାରେ ଥିବା ୨ଟି ଏମ୍‌ଏଲ୍‌ସି ଆସନ ମଧ୍ୟରେ ଗୋଟିଏରୁ ଉଦ୍ଧବଙ୍କୁ ମନୋନୀତ କରାଯିବ। ଏନେଇ ଗୁରୁବାର ହୋଇଥିବା କ୍ୟାବିନେଟ୍‌ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏସମ୍ପର୍କରେ ମନ୍ତ୍ରୀ ନବାବ୍‌ ମଲିକ୍‌ ସୂଚନା ଦେଇଛନ୍ତି। ଏହାଦ୍ୱାରା ଉଦ୍ଧବ ଏବେ ଆଶ୍ୱସ୍ତ ହୋଇଛନ୍ତି। କରୋନା ସଂକ୍ରମଣ ଯୋଗୁ ଏମ୍‌ଏଲ୍‌ସି ନିର୍ବାଚନ ସମ୍ଭବ ନୁହେଁ। ତେଣୁ ସାମ୍ବିଧାନିକ ବ୍ୟବସ୍ଥା ଅନ୍ତର୍ଗତ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri