ଭଙ୍ଗାଯିବ ୩୫ ବିଧାୟକଙ୍କ କ୍ୱାଟର୍‌, ଖୁବ୍‌ଶୀଘ୍ର ଜାରି ହେବ ନୋଟିସ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ଓଡ଼ିଶାର ବିଧାୟକଙ୍କ ପାଇଁ ତିଆରି ହେବ ଆପାର୍ଟମେଣ୍ଟ। ବିଧାନସଭା ନିକଟରେ ଥିବା ବିଧାୟକ କଲୋନୀର ୩୫ଜଣ ବିଧାୟକଙ୍କ କ୍ୱାଟର ଭଙ୍ଗାଯିବ। ୪ଶହ କୋଟି ଟଙ୍କା ବ୍ୟୟରେ ୧୪୦ ବିଧାୟକଙ୍କ ପାଇଁ ୭ ମହଲା ବିଶିଷ୍ଟ ଆପାର୍ଟମେଣ୍ଟ ନିର୍ମାଣ କରାଯିବ। ଏଥିରେ କଲ୍ୟାଣ ମଣ୍ଡପ, କନ୍‌ଫରେନ୍ସ ହଲ୍‌, ଜିମ୍‌ ଏବଂମର୍ଣ୍ଣିଂ ଓ୍ବାର୍କ ପାଇଁ ସ୍ବତନ୍ତ୍ର ସ୍ଥାନ ରହିବ। ଏନେଇ ଖୁବ୍‌ଶୀଘ୍ର ନୋଟିସ ଜାରି ହେବ ବୋଲି ଜଣାପଡ଼ିଛି।

ପ୍ରକାଶଯୋଗ୍ୟ, ଆସନ୍ତା ଜାନୁୟାରୀରୁ ଆପାର୍ଟମେଣ୍ଟ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବାକୁ ଯାଉଛି। ବିଧାନସଭାର ନୂଆ ଅତିଥିଭବନଠାରୁ ଆରମ୍ଭ କରି କମିଶନରେଟ ପୋଲିସ ମୁଖ୍ୟାଳୟ ନିକଟସ୍ଥ ଟ୍ରାଫିକ୍‌ ଛକ ପର୍ଯ୍ୟନ୍ତ ଥିବା ସମସ୍ତ କ୍ୱାର୍ଟର୍ସକୁ ଭଙ୍ଗାଯିବ। ସେଥିପାଇଁ ୩୫ଜଣ ବିଧାୟକଙ୍କ ସହ ମୋଟ ୩୯ଜଣଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri