ଭଙ୍ଗା ହେଲା ଜଳସମ୍ପଦ ଡାକବଙ୍ଗଳା ପାଚେରି

ରତ୍ନଗିରି,୨୪ା୬(ଡି.ଏନ.ଏ.)- ବରୀର ମୁଖ୍ୟ ବ୍ୟବସାୟିକ ପେଣ୍ଠସ୍ଥଳୀ ଭାବେ ପରିଚିତ ବରୀ ମାଉଣ୍ଡଠାରୁ ବ୍ଲକ କାର୍ଯ୍ୟାଳୟ, ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟ, ବରୀ ରାମଚନ୍ଦ୍ରପୁର ଥାନାକୁ ସଂଯୋଗୀକରଣ ରାସ୍ତାରେ ଡାକବଙ୍ଗଳା ନିକଟ ପାଚେରି ରହିଛି। ଏହି ପାଚେରି ଯୋଗୁ ଟ୍ରାଫିକ ସମସ୍ୟା ଲାଗି ରହିଥିବାରୁ ସ୍ଥାନୀୟ ଲୋକେ ବାରମ୍ବାର ଅଭିଯୋଗ କରିଆସୁଥିଲେ। ହେଲେ ପ୍ରଶାସନ ଅଭିଯୋଗକୁ ପ୍ରଶାସନ କର୍ଣ୍ଣପାତ କରୁ ନ ଥିବା ଜଣାପଡ଼ିଛି। ମାତ୍ର ନବ ନିର୍ବାଚିତା ବିଧାୟିକା ସୁନନ୍ଦା ଦାସ ବରୀ ଅଞ୍ଚଳର ମୌଳିକ ସମସ୍ୟାକୁ ଗୁରୁତ୍ୱ ଦେଇ ସମାଧାନ ପାଇଁ ଡାକବଙ୍ଗଳାଠାରେ ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏଥିସହ ତୁରନ୍ତ ପଦକ୍ଷେପ ନେବାକୁ ପରାମର୍ଶ ଦେଇଥିଲେ। ଘଟଣାକୁ ଗୁରୁତ୍ୱ ଦେଇ ଟ୍ରାଫିକ ସମାସ୍ୟା ଦୂର କରିବା ପାଇଁ ସୋମବାର ଜଳସମ୍ପଦ ବିଭାଗର ଡାକବଙ୍ଗଳା ପାଚେରି ଭଙ୍ଗାଯାଇ ରାସ୍ତାକୁ ପ୍ରସସ୍ତୀକରଣ ପାଇଁ ବ୍ୟବସ୍ଥା କରାଯିବା ଦେଖିବାକୁ ମିଳିଛି। ଏ ସମ୍ପର୍କରେ ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବାସ ଚନ୍ଦ୍ର ତ୍ରିପାଠୀଙ୍କୁ ପଚାରିବାରୁ, ଆବଶ୍ୟକତା ଓ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକ୍ରମେ ଏହି ପାଚେରି ଭଙ୍ଗାଯାଉଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬ରୁ ବାଦ୍‌ ପଡ଼ିଲେ ହର୍ଷିତ ରାଣା, ତଥାପି ମିଳିବ ୪ କୋଟି; କାରଣ ଜାଣିଲେ… 

ନୂଆଦିଲ୍ଲୀ,୧୩।୩: ଆଇପିଏଲ୍‌ ୨୦୨୬ ଆରମ୍ଭ ହେବା ପୂର୍ବରୁ କୋଲକାତା ନାଇଟ୍‌ ରାଇଡର୍ସ (KKR)କୁ ଶକ୍ତ ଧକ୍କା ଲାଗିଛି। ଦଳର ତାରକା ଦ୍ରୁତ ବୋଲର ହର୍ଷିତ ରାଣା ଆହତ…

ଚାଷୀଙ୍କ ପାଇଁ ବଡ଼ ଖୁସିଖବର, ପିଏମ୍‌ କିଷାନର ୨୨ତମ କିସ୍ତି ଜାରି, ଆପଣଙ୍କ ଆକାଉଣ୍ଟକୁ ଆସି ନ ଥିଲେ…

ନୂଆଦିଲ୍ଲୀ,୧୩।୩:  କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ (PM-KISAN) ଯୋଜନା ଅଧୀନରେ ଦେଶର କୋଟି କୋଟି ଚାଷୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

‘ହୋର୍ମୁଜ ଷ୍ଟ୍ରେଟ୍‌’ରେ ଭାରତର ଦବଦବା! ଇରାନ ରାଷ୍ଟ୍ରଦୂତ ଦେଲେ ବଡ଼ ସଂକେତ, କିଛି ସମୟରେ ବଡ଼ ଘୋଷଣା…  

ନୂଆଦିଲ୍ଲୀ,୧୩।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବଢୁଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ପାରସ୍ୟ ଉପସାଗରରେ ଜାରି…

ଗର୍ଭବତୀ ଅଛନ୍ତି କି ନୀନା ଗୁପ୍ତା: ନିଜେ ମୁହଁ ଖୋଲିଲେ

ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। କିଏ କିଏ କହୁଛନ୍ତି ସେ କୁଆଡ଼େ ଗର୍ଭବତୀ ଅଛନ୍ତି। ଏସବୁ ଚର୍ଚ୍ଚା ମଧ୍ୟରେ ନୀନା ମୁହଁ ଖୋଲିଛନ୍ତି।…

ରାଗ କେମିତି ନିୟନ୍ତ୍ରଣ କରିବି ଜାଣିପାରୁନାହିଁ…ସଂସଦରେ ଭାବପ୍ରବଣ ହୋଇପଡ଼ିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୩: ସଂସଦର ଉଭୟ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଛି। ଆଜି ଲୋକ ସଭାର ଦୃଶ୍ୟ ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ଥିଲା। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ Supplementary Demands…

ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ଉନ୍ମତ୍ତକାଣ୍ଡ: ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ, ପୋଲିସକୁ ମରଣାନ୍ତକ ଆକ୍ରମଣ

ବାରିପଦା,୧୩ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବହଳଦା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଅସଦାଚରଣକୁ ନେଇ ଅଭାବନୀୟ ଘଟଣା ଘଟିଛି। ଅଞ୍ଚଳବାସୀ ନ୍ୟାୟ ଦାବିରେ ଜାତୀୟ ରାଜପଥ…

ଆତ୍ମସମର୍ପଣ କରିବ ଇରାନ: ରାଷ୍ଟ୍ରପତି ଟ୍ରମ୍ପଙ୍କ ସାହସିକ ଦାବି

ଓ୍ବାଶିଂଟନ୍‌,୧୩।୩:ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ G7 ନେତାଙ୍କ ସହ ଏକ ଭର୍ଚୁଆଲ ବୈଠକ କରିଛନ୍ତି। ଏହି ବୈଠକ ସମୟରେ ଇରାନ ଏବେ ଆତ୍ମସମର୍ପଣ କରିବାକୁ ଯାଉଛି। ଇରାନର…

‘IPL ଖେଳିବା ଛାଡିଦେବେ…’,ଧୋନିଙ୍କ ଅବସରକୁ ନେଇ ବଡ଼ ଭବିଷ୍ୟବାଣୀ, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୩।୩: ୨୦୨୬ IPL ସିଜିନ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ (ଆରସିବି ବନାମ ଏସଆରଏଚ) ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri