ଭଙ୍ଗା ହେଲା ସ୍ମିତାରାଣୀ ବ୍ୟବହାର କରୁଥିବା ଲକର୍‌: କାଗଜପତ୍ର ଯାଞ୍ଚ କରୁଛନ୍ତି ଅଧିକାରୀ

ଧର୍ମଶାଳା, ୧୬।୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି କ୍ରମରେ ଶନିବାର ବ୍ଲକ ପରିସରରେ ସେ ବ୍ୟବହାର କରୁଥିବା ଲକର୍‌କୁ ଭଙ୍ଗାଯାଇଛି। ମାଜିଷ୍ଟ୍ରେଟ୍‌ ତଥା ତହସିଲଦାର ସରୋଜ କୁମାର ପଣ୍ଡା, ଥାନାଧିକାରୀ ସରୋଜ କୁମାର ସାହୁ, ବିଡିଓ ହେମନ୍ତ କୁମାର ସ୍ବାଇଁଙ୍କ ଉପସ୍ଥିତିରେ ଆଲମିରାକୁ ଭଙ୍ଗାଯାଇ କାଗଜପତ୍ର ଯାଞ୍ଚ କରାଯାଇଛି। ଏଥିସହ ପାସ୍‌ବୁକ୍‌କୁ ନୂତନ ଭାବେ ଯୋଗଦେଇଥିବା ପିଇଓ ନିରଞ୍ଜନ ରଥଙ୍କୁ ହସ୍ତାନ୍ତର କରାଯାଇଛି। ସେହିଭଳି ତାଙ୍କ ସରକାରୀ କ୍ୱାର୍ଟର୍ସକୁ ଅଧିକାରୀମାନେ ଯାଇ କାଗଜପତ୍ର ଯାଞ୍ଚ କରୁଥିବା ସୂଚନା ମିଳିଛି।

ପ୍ରକାଶଯୋଗ୍ୟ, ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁକୁ ନେଇ ବିଧାନସଭାରେ ତୁମ୍ବୀତୋଫାନ ଚାଲିଛି। ଉଭୟ ଭାଜପା ଏବଂ କଂଗ୍ରେସ ଏହାର ସିବିଆଇ ତଦନ୍ତ ଦାବି କରୁଛନ୍ତି। ସେ ଜଣେ ସରକାରୀ କର୍ମଚାରୀ ହୋଇଥିବା ସତ୍ତ୍ୱେ ସରକାର ଘଟଣାକୁ ନେଇ କାହିଁକି ଚୁପ୍‌ ବୋଲି ବିରୋଧୀ ସରକାରଙ୍କୁ ପ୍ରଶ୍ନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

ଏଣିକି ଟ୍ରାଫିକ୍‌ ପୋଲିସ ପିନ୍ଧିବେ AC ହେଲ୍‌ମେଟ୍‌

ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍‌ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍‌ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍‌ମେଟ୍‌ ପିନ୍ଧିବେ।...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୫ ବିଧାୟକଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ତାଲିକାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri