ଭଞ୍ଜନଗରରେ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭଞ୍ଜନଗର, ୧୭।୪(ଡି.ଏନ୍‌.ଏ.): ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ବୁଧବାର ପାଳିତ ହୋଇଯାଇଛି। ଏ ନେଇ ଗଞ୍ଜାମ ଜିଲା ବାଉଁଶଲୁଣ୍ଡି ବିଜୁ ସ୍ମୃତି ସଂସଦ ପରିସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏହା ପୂର୍ବରୁ ବାଇପାସ୍‌ ଛକ ଏବଂ ଥାନା ଛକରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ଏହି ଅବସରରେ ବ୍ଲକ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ଉପାଧ୍ୟକ୍ଷ ଜିତେନ୍ଦ୍ର କେଶରୀ ଆରୁଖ, ଆଇନଜୀବୀ ଦିବାକର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…

ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ…

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍‌ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…

ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?