ଭଞ୍ଜନଗରରେ ବିଜେଡିର ବିକ୍ରମ, ଆସିକାରେ ମଞ୍ଜୁଳା, ସୋରଡାରେ ପୂର୍ଣ୍ଣ ଆଗୁଆ

ଭଞ୍ଜନଗର,୨୩।୫(ଡି.ଏନ୍‌.ଏ.)- ଭଞ୍ଜନଗର, ଆସିକା, ସୋରଡା ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ପ୍ରାର୍ଥୀ ଆଗୁଆ ରହିଛନ୍ତି। ଭଞ୍ଜନଗର ବିଜେଡି ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ୨୦,୩୭୩ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପ୍ରଦ୍ୟୁମ୍ନ ନାୟକଙ୍କ ୧୭୪୫୭ ଭୋଟ ପାଇଛନ୍ତି।
ସେହିପରି ସୋରଡା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ୪ହଜାରରୁ ଉର୍ଦ୍ଧ୍ୱ ଭୋଟରେ ଆଗୁଆ ଅଛନ୍ତି। ଆସିକା ବିଜେଡି ପ୍ରାର୍ଥୀ ମଞ୍ଜୁଳା ସ୍ବାଇଁ ୧୯୬୦୪ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ ଦେବରାଜ ମହାନ୍ତି ୧୭୪୫୭ ଭୋଟ ପାଇଛନ୍ତି। ଭଞ୍ଜନଗର ସେଗ୍‌ମେଣ୍ଟରେ କନ୍ଧମାଳ ବିଜେଡି ଲୋକସଭା ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ଆଗୁଆ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri