ଭଞ୍ଜନଗରରେ ମତଦାନ ଆରମ୍ଭ

ଭଞ୍ଜନଗର,୧୮।୪(ଡି.ଏନ.ଏ): ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଏହି ମତଦାନ ଚାଲିବ। ଭୋଟରମାନେ ବହୁ ଉତ୍ସାହର ସହ ନିଜର ପ୍ରତିନିଧିଙ୍କୁ ଭୋଟ ଦେଇଛନ୍ତି। ଏହିକ୍ରମରେ ଗଞ୍ଜାମ ଜିଲା ୧୨୩ ଭଞ୍ଜନଗର ନିର୍ବାଚନମଣ୍ଡଳୀରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଅଧିକାଂଶ ବୁଥ୍‌ରେ ମତଦାନ ବିଳମ୍ବରେ ଆରମ୍ଭ ହୋଇଛି। ଇଭିଏମ୍‌ରେ ଯାନ୍ତ୍ରିକ ତୃଟି ସମେତ ଅନ୍ୟାନ୍ୟ କାରଣ ଯୋଗୁ ବିଳମ୍ବରେ ମତଦାନ ଆରମ୍ଭ ହୋଇଥିଲା। ବିଜେଡି ବିଧାୟକ ପ୍ରାର୍ଥୀ ତଥା ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ନିଜ ଗଁା ଅଗଝୋଳରେ ମତଦାନ କରିଛନ୍ତି। ଚିଳିତ ନିର୍ବାଚନରେ ଅଧିକ ପ୍ରତିଶତ ମତଦାନ ହେବ ବୋଲି ବିକ୍ରମ କେଶରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ପ୍ରହସନ! ଶୁଭାରମ୍ଭର ମାସେ ପରେ ବି ଜଳୁନି ଷ୍ଟ୍ରିଟ ଲାଇଟ

ଗଞ୍ଜାମ, ୫।୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ଏବେ ପ୍ରହସନରେ ପରିଣତ ହୋଇଛି। ଗତ ଅଗଷ୍ଟ ୩୧ ତାରିଖରେ ସହରରେ ଷ୍ଟ୍ରିଟ ଲାଇଟ ବ୍ୟବସ୍ଥାର…

ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ଅଜିତ କୁମାର: ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟ

ପୁରୁଷୋତ୍ତମପୁର,୫।୧୦(ସବିତା ମିଶ୍ର): ଦୀର୍ଘ ଏକ ବର୍ଷ ପରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିକୁ ମିଳିଛି ନୂତନ ନିର୍ବାହୀ ଅଧିକାରୀ। ଅଜିତ କୁମାର ପଟ୍ଟନାୟକ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?