ଭଡ଼ା ବୃଦ୍ଧି ଦାବିରେ ତାଳଚେର ଟ୍ରକ ମାଲିକ ସଂଘର ଆନ୍ଦୋଳନ

ତାଳଚେର, ୧।୭(ନି.ପ୍ର.): ଭଡ଼ା ବୃଦ୍ଧି ଦାବିରେ ତାଳଚେର ଟ୍ରକ ମାଲିକ ସଂଘ ପକ୍ଷରୁ ସୋମବାରଠାରୁ ଆନ୍ଦୋଳନ ଆରମ୍ଭ ହୋଇଛି। ତାଳଚେର କୋଲ୍ଡଫିଲ୍ଡରୁ ଟ୍ରକ ଯୋଗେ କୋଇଲା ପରିବହନ ସଡ଼କ ପଥରେ ରବିବାର ମଧ୍ୟରାତ୍ରରୁ ସମ୍ପୂର୍ଣ୍ଣ ବନ୍ଦ ରହିଛି। ତାଳଚେରରୁ ଦୈନିକ ୩/୪ ହଜାର ଟ୍ରକ ଯୋଗେ ରାଜ୍ୟର ବିଭିନ୍ନ ସ୍ଥାନକୁ କୋଇଲା ପରିବହନ ହୋଇଥାଏ। ବାରମ୍ବାର ଅଭିଯୋଗ ପରେ କୌଣସି ପଦକ୍ଷେପ ଗ୍ରହଣ କରା ନ ଯିବାରୁ ସଂଘ ଆନ୍ଦୋଳନକୁ ଓହ୍ଲାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଚିଡ଼ାଇବା ପଡ଼ିଲା ମହଙ୍ଗା: ଏହି କ୍ରିକେଟର୍‌ଙ୍କୁ ଦଣ୍ଡ ଦେଲା BCCI

ନୂଆଦିଲ୍ଲୀ,୨।୫: IPL 2026 ର ୪୩ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିଲା। ରାଜସ୍ଥାନର ଜୟପୁରର ସୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଇଥିବା ଏହି…

ଅଣ୍ଟା ଭାଙ୍ଗି ଖଟରେ ପଡ଼ିଛନ୍ତି ରୋଜଗାରିଆ ପୁଅ: ଅର୍ଥ ଅଭାବରୁ ଅଧାରେ ଚିକିତ୍ସା

ଥୁଆମୂଳ ରାମପୁର,୨।୫(ଦୁର୍ଗା କୀର୍ତ୍ତି): ବଡ଼ ବଡ଼ କମ୍ପାନୀର ବେପରୁଆ କାର୍ଯ୍ୟଶୈଳୀ କେମିତି ଜଣେ ଗରିବ ପରିବାରର ହସଖୁସି ଛଡ଼ାଇ ନିଏ, ତାହାର କରୁଣ ଚିତ୍ର ଦେଖିବାକୁ ମିଳିଛି…

ଯୁଦ୍ଧ ମଧ୍ୟରେ ନୂଆ ଚକ୍ରବ୍ୟୁହ ରଚିଲା ଆମେରିକା: ଛାନିଆ ହେଲା ଇରାନ

ଓ୍ବାଶିଂଟନ୍‌,୨।୫: ଇରାନ ସହିତ ଚାଲିଥିବା ସଂଘର୍ଷ ଏକ ନୂତନ ମୋଡ଼ରେ ପହଞ୍ଚିବା ପରି ମନେ ହେଉଛି। ପ୍ରାୟ ଦୁଇ ମାସ ଧରି ଚାଲିଥିବା ଯୁଦ୍ଧର ଗତି କିଛିଟା…

ଦେଢବର୍ଷ ବିତିଗଲା,ସମ୍ପୂର୍ଣ୍ଣ ହୋଇପାରୁନି ଅଙ୍ଗନବାଡି କେନ୍ଦ୍ର: ଶିକ୍ଷାଦାନ କ୍ଷେତ୍ରରେ ଘୋର ସମସ୍ୟା

କେସିଙ୍ଗା,୨।୫.(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମ ପଞ୍ଚାୟତର କଛାରପଦର ଗ୍ରାମର ଅଙ୍ଗନବାଡି କେନ୍ଦ୍ର ଆଜିକୁ ଏକ ବର୍ଷ ୫ ମାସ ବିତିଗଲାଣି…

କାଳବୈଶାଖୀର କରାଳ ରୂପ: ଉଡ଼ିଗଲା ଗରିବଙ୍କ ଘରର ଛାତ, ଗଛ ପଡ଼ି ଗାଈ- ବାଛୁରୀର ମୃତ୍ୟୁ

ଥୁଆମୂଳ ରାମପୁର, ୨।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ୩୦ ତାରିଖ ରାତିରୁ ଆରମ୍ଭ କରି ୧ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ କାଳବୈଶାଖୀ…

ପୁଣି ଟାରିଫ୍‌ ଝଟକା ଦେଲେ ଟ୍ରମ୍ପ: ୟୁରୋପୀୟ ସଂଘ ସହିତ ଭାଙ୍ଗିଲେ ବାଣିଜ୍ୟ ଚୁକ୍ତି, ଏହି ଜିନିଷ ଉପରେ ଲଗାଇଲେ ୨୫% ଟ୍ୟାକ୍ସ

ଓ୍ବାଶିଂଟନ୍‌,୨।୫: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ଟାରିଫ୍‌ ବୋମା ପକାଇଛନ୍ତି। ସେ ୟୁରୋପୀୟ ସଂଘ ସହିତ ବାଣିଜ୍ୟ ଚୁକ୍ତି ଭାଙ୍ଗିଛନ୍ତି ଏବଂ ୟୁରୋପୀୟ…

ସିମନବାଡିରେ ବିଦ୍ୟୁତ ସେବା ଠପ୍‌: ଆସୁନି ଇଣ୍ଟରନେଟ, ଲୋକେ ହନ୍ତସନ୍ତ

ଦାରିଙ୍ଗବାଡି,୨।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡରେ ଗତ ୩ ଦିନ ହେଲା ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇପଡିଛି। ପ୍ରାୟ ୮ ପଞ୍ଚାୟତବାସୀ ଅନ୍ଧାରରେ ରହିଥିବା…

ପେଟ୍ରୋଲ-ଡିଜେଲ ଦାମ୍‌କୁ ନେଇ ଆସିଲା ବଡ଼ ଅପଡେଟ୍‌: ଏତେ ଟଙ୍କା ମହଙ୍ଗା ହୋଇଯିବ…

ନୂଆଦିଲ୍ଲୀ,୨।୫: ମେ ମାସ ମୁଦ୍ରାସ୍ଫୀତି କ୍ଷେତ୍ରରେ ଜନସାଧାରଣଙ୍କୁ ଚକିତ କରିପାରେ। ଏହା ୧ ମେ’ ରେ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସହିତ ଆରମ୍ଭ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri