ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଶ୍ୱାସରୋଗୀ ଚିହ୍ନଟ

ଭଣ୍ଡାରିପୋଖରୀ, ୧୩ା୪(ଡି.ଏନ.ଏ.)-ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଶ୍ୱାସ ରୋଗୀ ଚିହ୍ନଟ କରାଯାଇ ସ୍ବତନ୍ତ୍ର ଚିକିତ୍ସା ପାଇଁ ପଦକ୍ଷେପ ନିଆଯାଇଛି। ଜାନୁୟାରୀ ୧ତାରିଖଠାରୁ ମାର୍ଚ୍ଚ ୩୧ତାରିଖ ମଧ୍ୟରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଏହା ଅଧୀନରେ ଥିବା ୬ଟି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ପଞ୍ଜିକୃତ ରୋଗୀମାନଙ୍କ ତାଲିକାରୁ ଏହି ଡାଟା ପ୍ରସ୍ତୁତ କରାଯାଇଛି। ଏଭଳି ମୋଟ ୩୩୭ଜଣ ରୋଗୀଙ୍କୁ ଚିହ୍ନଟ କରାଯାଇଥିବା ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି। କାରଣ ସାମ୍ଭାବ୍ୟ କରୋନା ଭୁତାଣୁ ସଂକ୍ରମଣ ପାଇଁ ଶ୍ୱାସ ରୋଗୀ ସର୍ବାଧିକ ସମ୍ବେଦନଶୀଳ ହୋଇଥାଏ। ଏଭଳି ରୋଗୀଙ୍କୁ ବେଳୁ ହିଁ ଚିକିତ୍ସା କରାଯାଇ ସମ୍ଭାବ୍ୟ ସଂକ୍ରମଣକୁ ପ୍ରତିହିତ କରିବାକୁ ତ୍ୱରିତ ପଦକ୍ଷେପ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?