ଭତାରୁ ବଁଚିତ୍‌ ୭୦ ବଛ୍‌ରିଆ ଲୋଚନା

ଖପ୍ରାଖୋଲ,୧୨।୬(ଡି.ଏନ୍‌.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ୬୦ ବଛର୍‌ରୁ ଅଧ୍‌କା ବୁଢ଼ାବୁଢ଼ି, ବିଧବା, ଛାର୍‌ରି, ଦିବ୍ୟାଙ୍ଗମାନକୁ ଇନ୍ଦିରା ଗାନ୍ଧୀ ଆର ମଦୁବାବୁ ପେନସନ ଯୋଜନାରେ ଭତା ଯୁଗେଇ ଦେଉଛନ୍‌। ହେଲେ ଅନେକ ହକ୍‌ଦାର ହିତାଧିକାରୀ ଭତାର ଲାଗି ଆବେଦନ କରି ନିରାଶ ହେଉଥିବାର ଅଭିଯୋଗ ହେଉଛେ। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ପଁଚେତ୍‌ ତୁର୍ଲା ଗଁାରେ।
ସୂଚନା ଅନ୍‌ସାରେ ତୁର୍ଲା ଗଁାର ଲୋଚନା ବରିହା(୭୦)। ଆପ୍‌ନେ ଚାଲିଯିବାର ଆଏଜ୍‌କେ ୩୦ ବଛର ବିତିଯାଇଛେ। ହେଲେ ଆଏଜ୍‌ତକ ସେ ବିଧବା ଭତା ପାଏବାରୁ ବଁଚିତ୍‌ ଥିବାର ଅଭିଯୋଗ କରିଛନ୍‌। ଏନ୍‌ତା କି ଲୋଚନା ଗଁାରେ ହେଇଥିବାର ପଲ୍ଲୀ ସଭା, ଗ୍ରାମ ସଭାରେ ଅନେକ ଥର ଭତାର ଲାଗି ନଁା ଲେଖାବାର ସଂଗେ ଫର୍ମ ପୂରନ୍‌ କରିଛନ୍‌। ହେଲେ ତାହାକୁ ସବୁବେଲେ ଭତା ଜାଗାରେ ପରତିଶୁରତି ମିଲୁଛେ। ମୁଡ଼ ରଖ୍‌ବାର ଲାଗି ତାକରନେ ଭଲ ଘରଖଁଡ଼େ ବି ନଁାଇଁନ, ଯେନ୍‌ଥିରଲାଗି ଗୁଟେ ଭଂଗା ଦଦ୍‌ରା ମାଏଟ୍‌ କୁରିଆରେ ଜୀବନ୍‌ ବିତଉଛନ୍‌। ସେ ବଡ଼ା ଦୁଖେ ରହୁଥିଲାବେଲେ ଦିହିପା ଖରାପ ହେଲେ ଅଭାବ ଅନାଟନରୁ ଉଷୋକଷା ଘିନି ନାଇଁପାରବାର। ଭତା ଟଁକା ମିଲୁଥିଲେ ହେଲେ ସେଥ୍‌ରେ ଉଷୋକଷା ଘିନ୍‌ତି ବଲି ଲୋଚନା କହିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ପ୍ରଣବଙ୍କ ମନ୍ତବ୍ୟକୁ ଭାଜପାର କାଉଣ୍ଟର ଆଟାକ

କୁଚିଣ୍ଡା,୨୨ା୪(ବିରଞ୍ଚତ୍ ଦର୍କା):ଗତ ଶନିବାର ସମ୍ବଲପୁର ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କୁଚିଣ୍ଡା ଗସ୍ତରେ ଆସି ନବୀନ ପଟ୍ଟନାୟକ ସରକାର...

ସାଂସଦଙ୍କ ପ୍ରତିନିଧିରୁ ସାଂସଦ ପ୍ରାର୍ଥୀ

ସମ୍ବଲପୁର,୨୧ା୪(ପ୍ରମୋଦ ବହିଦାର)କଂଗ୍ରେସ ପକ୍ଷରୁ ଶନିବାର ୩ ଲୋକ ସଭା ୧୬ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରାଯାଇଛି। ସମ୍ବଲପୁର ଲୋକ ସଭା ଆସନରୁ ଦଳ ପୂର୍ବତନ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri