ଭଦ୍ରକରୁ ଗଡ଼ିଲା ବସ୍‌

ଭଦ୍ରକ ଅଫିସ,୨୮।୫: ରାଜ୍ୟରେ ବେସରକାରୀ ବସ୍‌ ସେବା ଗୁରୁବାରଠାରୁ ଆରମ୍ଭ ହୋବାକୁ ପୂର୍ବରୁ ଘୋଷଣା ହୋଇଥିଲା। ଏହି ପରିପ୍ରେକ୍ଷୀରେ ଭଦ୍ରକ ସହରରେ ମଧ୍ୟ ଗୁରୁବାରଠୁ ବସ୍‌ ସେବା ଆରମ୍ଭ ହୋଇଛି। ଭଦ୍ରକ ବନ୍ତ ଛକ ସ୍ଥିତ ଷ୍ଟାଣ୍ଡରେ ବସ୍‌କୁ ସମ୍ପୂର୍ଣ୍ଣ ସାନିଟାଇଜିଂ କରାଯାଇ ଚଳାଚଳ ଆରମ୍ଭ କରାଯାଇଛି। ବସ୍‌କୁ ଆସୁଥିବା ଯାତ୍ରୀ ସାନିଟାଇଜର ବ୍ୟବହାର କରିବା ସହ ମୁହଁରେ ମାସ୍କ ପିନ୍ଧିବା ପାଇଁ ବାଧ୍ୟତାମୂଳକ କୁହାଯାଉଛି। ପ୍ରଥମ ଦିନରେ ବସ୍‌ ସେବା ଭୁବନେଶ୍ୱରକୁ ଆରମ୍ଭ ହୋଇଥିବାରୁ ଯାତ୍ରୀଙ୍କ ସଂଖ୍ୟା କମ୍‌ ରହିଛି। ରାଜ୍ୟ ସରକାର ଓ ବେସରକାରୀ ବସ୍‌ ସଂଘର ନିଷ୍ପତ୍ତି କ୍ରମେ ଏହି ସେବା ଆରମ୍ଭ କରିଛି ଭଦ୍ରକ ଆସୋସିଏସନ। ଯାତ୍ରୀମାନେ ନିଜର ଗନ୍ତବ୍ୟ ସ୍ଥଲକୁ ଯିବା ପାଇଁ ବସ୍‌ଷ୍ଟାଣ୍ଡରେ ଭିଡ ଜମେଇଥିବା ଦେଖିବାକୁ ମିଳିଛି। ଦୀର୍ଘଦିନ ପରେ ବସ୍‌ ଚଳାଚଳ ଆରମ୍ଭ ହୋଇଥିବାରୁ ବସ୍‌ ମାଲିକ ଓ ଯାତ୍ରୀ ଉଭୟ ଖୁସି ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେମ୍ସ ୱେବ୍‌ ଟେଲିସ୍କୋପ୍‌ରେ ଧରାପଡ଼ିଲା ‘ବ୍ଲାକ୍‌ ହୋଲ୍‌ ଷ୍ଟାର୍‌’

ଓ୍ବାଶିଂଟନ,୧୪।୮: ମହାକାଶ ବିଜ୍ଞାନ କ୍ଷେତ୍ରରେ ବିରଳ ସଫଳତା ହାସଲ କରିଛନ୍ତି ଜ୍ୟୋତିର୍ବିଜ୍ଞାନୀ। ନାସାର ପ୍ରସିଦ୍ଧ ଜେମ୍ସ ୱେବ୍‌ ସ୍ପେସ୍‌ ଟେଲିସ୍କୋପର ଚିତ୍ରକୁ ଅନୁଧ୍ୟାନ କରି ଗବେଷକମାନେ ସମ୍ପୂର୍ଣ୍ଣ…

ଇଥାନଲରୁ ଖରାପ ହେବା ସୁନିଶ୍ଚିତ: ଗାଡ଼ି ନିର୍ମାତା

ନୂଆଦିଲ୍ଲୀ,୧୪।୮(ରଏଟର୍ସ):ବିଗତ ଏକ ବର୍ଷ ମଧ୍ୟରେ କମ୍ପାନୀଗୁଡ଼ିକ ଦେଶର ୨୧ ରାଜ୍ୟର ପେଟ୍ରୋଲ ପମ୍ପରୁ ୨୫୦ରୁ ଅଧିକ ଇ୨୦ ପେଟ୍ରୋଲ ନମୁନା ସଂଗ୍ରହ କରି ପରୀକ୍ଷା କରିଥିଲେ। ଏଥିରୁ…

ନନ୍ଦନକାନନକୁ ଆସିବେ ନୂଆ ଅତିଥି: ଆଫ୍ରିକାରୁ ଚିତା, ଅଷ୍ଟ୍ରେଲିଆରୁ ନାଲି କଙ୍ଗାରୁ

ବାରଙ୍ଗ,୧୪।୮(ଲିଙ୍ଗରାଜ ରାଉତ): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି। ଏଥିପାଇଁ ନନ୍ଦନକାନନ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି। ପ୍ରତିଷ୍ଠା ଦିବସ ପୂର୍ବରୁ ନୂଆ ପ୍ରାଣୀମାନନ୍ତୁ…

ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଝରିଗାଁ, ୧୪।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଅନ୍ତର୍ଗତ ଚାରଡଙ୍ଗରିପଡା ଗ୍ରାମକୁ ରାସ୍ତା ନଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ…

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri