CORONAVIRUS UPDATE: ଭଦ୍ରକରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଲା

ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଶୁକ୍ରବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ସେ ଭଦ୍ରକ ଜିଲାର ୩୩ ବର୍ଷୀୟ ଯୁବକ। ନିକଟରେ ସେ ସୁରଟରୁ ଫେରିଥିଲେ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଛି।
ଶୁକ୍ରବାର ସକାଳେ ୨୬ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାର ୧୯ ଜଣ ରହିଥିବା ବେଳେ କେନ୍ଦ୍ରପଡ଼ାର ୫ ଓ ଭଦ୍ରକ ଜିଲାର ୨ ଆକ୍ରାନ୍ତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷାଗାରରୁ ବାହାରିଲା ‘କରୋନା ଭାଇରସ’ର ଭାଇ, ରୁଷିଆରେ ୱୁହାନ ଭଳି ଘଟଣାର ପୁନରାବୃତ୍ତି!

ମସ୍କୋ,୫।୧୦: ରୁଷିଆର ସାଇବେରିଆ ଅଞ୍ଚଳରେ ଏକ ସଂକ୍ରମଣକୁ ନେଇ ଉଦବେଗ ସୃଷ୍ଟି ହୋଇଛି। ଏକ ସ୍ଥାନୀୟ ପରୀକ୍ଷାଗାରରେ ଘଟିଥିବା ଦୁର୍ଘଟଣା ପରେ, ଏକ ସନ୍ଦିଗ୍ଧ ବିପଜ୍ଜନକ ସଂକ୍ରମଣକୁ…

ପାଣିପାଗ ବିଭାଗର ବଡ଼ ସୂଚନା, ଆସନ୍ତା ୪ ଦିନ ଯାଏ ଏହି ଜିଲାରେ କଲବଲ କରିବ ତାତି

ଭୁବନେଶ୍ୱର,୫ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ତାପମାତ୍ରା ବଢ଼ୁଛି । ଖରାତାତି ସାଙ୍ଗକୁ ଗରମ ଗୁଳୁଗୁଳି ଅନୁଭୂତ ହେଉଛି । ଆସନ୍ତା ୩/୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି…

ସୋସିଆଲ ମିଡିଆରେ ଉଠିଲା ପ୍ରଶ୍ନ

ଦୁବାଇ,୫ା୧୦: ଦୁବାଇରୁ ୧୭୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ବୁଧବାର ଇସ୍ରାଏଲ୍‌ର ତେଲ୍‌ ଆଭିଭ୍‌ ଯାଉଥିବା ଫ୍ଲାଏଦୁବାଇ ବିମାନର ସହପାଇଲଟ୍‌ ହମାମ ଅଲ୍‌-ହମାମି ଏହାକୁ ନିୟନ୍ତ୍ରଣକୁ ନେଇ ଦୁର୍ଘଟଣାଗ୍ରସ୍ତ…

ୟୁକ୍ରେନ୍‌ରେ ଭାରତୀୟ ଔଷଧ ପ୍ଲାଣ୍ଟ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଜଣେ ମୃତ

ନୂଆଦିଲ୍ଲୀ,୫ା୧୦: ୟୁକ୍ରେନ୍‌ରେ ଥିବା ଭାରତର କୁସୁମ ଗ୍ରୁପ୍‌ ପରିଚାଳିତ ଏକ ଔଷଧ କାରଖାନା ଉପରେ ରୁଷିଆ ଡ୍ରୋନ୍‌ ଆକ୍ରମଣ କରିବାରୁ ଜଣେ ପ୍ରାଣ ହରାଇବା ସହ ଅନେକେ…

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?