ଭଦ୍ରକ ଅଫିସ,୨୨ା୫: ଜିଲାରେ ଶୁକ୍ରବାର ୩ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଥିବା ପ୍ରଶାସନ ପକ୍ଷରୁ ଟୁଇଟର୍ ମାଧ୍ୟମରେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୮ ଛୁଇଁଛି। ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଚି଼ହ୍ନଟ ହୋଇଛନ୍ତି ବୋଲି ସୂଚନା ମିଳିଛି।
ଭଦ୍ରକ ଅଫିସ,୨୨ା୫: ଜିଲାରେ ଶୁକ୍ରବାର ୩ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଥିବା ପ୍ରଶାସନ ପକ୍ଷରୁ ଟୁଇଟର୍ ମାଧ୍ୟମରେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୮ ଛୁଇଁଛି। ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଚି଼ହ୍ନଟ ହୋଇଛନ୍ତି ବୋଲି ସୂଚନା ମିଳିଛି।
ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…
ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…
ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…
ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…
ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…
ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…
ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…
ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…