ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଟପିଲା

ଭଦ୍ରକ ଅଫିସ,୨୨ା୬: ଜିଲାରୁ ସୋମବାର ପୁଣି ୪ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୧ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ଭଦ୍ରକ, ଧାମନଗର ଏନ୍‌ଏସି ଓ ଭଣ୍ଡାରିପୋଖରୀ ବ୍ଲକ ଅଞ୍ଚଳର ବୋଲି ଜଣାପଡ଼ିଛି। ଏମାନେ ଆନ୍ଧ୍ର, ଦିଲ୍ଲୀ ଓ ଉତ୍ତରପ୍ରଦେଶରୁ ଫେରି କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନ: ଝାଡ଼ଖଣ୍ଡରେ କଂଗ୍ରେସକୁ ଲାଗିଲା ଶକ୍ତ ଧକ୍କା

ରାଞ୍ଚି,୧୮।୬: ଭାରତୀୟ ଜନତା ପାର୍ଟି (ଭାଜପା)ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ଝାଡ଼ଖଣ୍ଡରେ ‘ଇଣ୍ଡିଆ’ ମେଣ୍ଟର ଗଡ଼ ଭାଙ୍ଗିଛି। ରାଜ୍ୟ ସଭା ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ପରିମଳ…

ଲିଫ୍ଟ ବାହାନାରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ: କାବୁ କରି ଉତ୍ତମମଧ୍ୟମ ଦେଲେ ସ୍ଥାନୀୟ ଲୋକେ, ଅଭିଯୁକ୍ତ…

ବାଲେଶ୍ୱର, ୧୮।୬ (ବାଞ୍ଛାନିଧି ଦେ): ବାଲେଶ୍ବର ଯିବା ବେଳେ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଜଣେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଭଳି ଏକ ସଙ୍ଗୀନ…

୨୦୬୪ ସୁଦ୍ଧା ଅଧା କମିଯିବ କି ବିଶ୍ୱର ଜନସଂଖ୍ୟା? ବୈଜ୍ଞାନିକମାନେ ଦେଲେ ବଡ଼ ଚେତବାନୀ

ଓ୍ବାଶିଂଟନ,୧୮।୬: ଏକ ନୂତନ ଅନ୍ତର୍ଜାତୀୟ ଅଧ୍ୟୟନ ବିଶ୍ୱରେ ଜଳବାୟୁ ପରିବର୍ତ୍ତନ, ମହାମାରୀ ଏବଂ ଯୁଦ୍ଧ ଭଳି ବିପଦ ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ଦାବି କରିଛି। ଗବେଷଣା ଆକଳନ…

ସୂଚନା ଅଧିକାର ଆଇନ ଉଲ୍ଲଂଘନ: ପ୍ରଥମ ଅପିଲ୍‌ ପରେ ବି ମିଳୁନି ସୂଚନା

କର୍ଲାମୁଣ୍ଡା,୧୮ା୬(ପ୍ରଦୀପ କୁମାର ସାହୁ): ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଆଣିବା, ଦୁର୍ନୀତି କମାଇବା, ଜନସାଧାରଣଙ୍କୁ ଅଧିକାର ଦେବା ତଥା ଲୋକେ ସରକାରୀ କାର୍ଯ୍ୟ, ଯୋଜନା, ଫାଇଲ ଅବସ୍ଥା, ଖର୍ଚ୍ଚ…

ସରକାରଙ୍କ ବଡ଼ ପଦକ୍ଷେପ: ୭୦୭ ଦୁର୍ଗମ ଗାଁରେ ବସିବ ୪ଜି ଟାୱାର

ଭୁବନେଶ୍ୱର,୧୮।୬: ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶାର ୭୦୭ଟି ଦୁର୍ଗମ ଗାଁରେ ୪ଜି ଟାୱାର ସ୍ଥାପନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ଇଲେକ୍ଟ୍ରୋନିକ୍ସ ଓ ସୂଚନା…

Delhi High Court on Telegram: ‘ଆତଙ୍କବାଦୀ କାର୍ଯ୍ୟ ପାଇଁ ବ୍ୟବହାର କରାଯାଏ ଟେଲିଗ୍ରାମ’

ନୂଆଦିଲ୍ଲୀ,୧୮।୬: ଦିଲ୍ଲୀ ହାଇକୋର୍ଟ ସିଧାସଳଖ ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମକୁ ପଚାରିଛନ୍ତି ଯେ ଏହାର ପ୍ଲାଟଫର୍ମର ପ୍ରକୃତ-ସମୟରେ ନଜର ରଖିବା ପାଇଁ କ’ଣ ବ୍ୟବସ୍ଥା ଅଛି। କୋର୍ଟ ଜାଣିବାକୁ…

ଫୋନ ଉଠାଇଲେ ଟଙ୍କା ମାଗୁଛନ୍ତି: ଧର୍ମଗଡ଼ ରେଞ୍ଜରଙ୍କ ବିସ୍ଫୋରକ ବୟାନକୁ ନେଇ ହଇଚଇ

ଭବାନୀପାଟଣା,୧୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ରେଞ୍ଜର ଭବାନୀ ଶଙ୍କର କଅଁର ଗୁରୁବାର ଏକ ବିସ୍ପୋରକ ବୟାନ ଦେଇଛନ୍ତି। ଖବରଦାତାମାନେ ତାଙ୍କୁ ଫୋନ କଲେ ସେ…

୭ ଦିନରେ କାର୍ଯ୍ୟାନୁଷ୍ଠାନ ନ ହେଲେ SP ଅଫିସ ଆଗରେ ଧାରଣା ଦେବି: DGP-IGଙ୍କୁ ଚିଠି ଲେଖି ଚେତାବନୀ ଦେଲେ ଚାମେଲି…

ମହାକାଳପଡ଼ା,୧୮।୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ନ୍ୟାୟ ପାଇଁ ଏବେ ପୋଲିସର ବରିଷ୍ଠ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ଚାମେଲି। ବିଡିଓଙ୍କ କାର୍ଯ୍ୟାଳୟରେ ଅସଦାଚରଣ ସହ ଧମକ ଦିଆଯାଇଥିବା ନେଇ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri