ଭଦ୍ରକରେ କରୋନା କଟକଣାକୁ ବେଖାତିର: ଘରୋଇ ଶିକ୍ଷାନୁଷ୍ଠାନ ଖୋଲା, ପରୀକ୍ଷା ଦେଉଛନ୍ତି ଛାତ୍ରୀଛାତ୍ର

ଆରଡି, ୧୭।୩(ଡି.ଏନ.ଏ.): କରୋନାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୋମବାରଠାରୁ ଅଧିକ ପଦକ୍ଷେପ ଗ୍ରହଣ କରାଯାଇଛି। ଶିକ୍ଷକମାନଙ୍କୁ ଆଉ ସ୍କୁଲ ନ ଯିବାକୁ ନିର୍ଦ୍ଦେଶ ଦିଆଯିବା ସହ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ମାତ୍ର ଭଦ୍ରକ ଜିଲାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। କରୋନା କଟକଣାକୁ ବେଖାତିର କରି ମଙ୍ଗଳବାର ସକାଳୁ ପାଳସାହି ପଞ୍ଚାୟତର ପାଳସାହି ଓ କୁଳସାହି ନିକଟରେ ଥିବା ଦୁଇଟି ଘରୋଇ ଶିକ୍ଷାନୁଷ୍ଠାନ ଖୋଲା ଥିବାବେଳେ ଛାତ୍ରୀଛାତ୍ରମାନେ ପରୀକ୍ଷା ଦେଉଛନ୍ତି। ଏହାକୁ ନେଇ ବିଭିନ୍ନ ମହଲରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।
ସେହିପରି ସାଆଁଳପୁର ନିକଟସ୍ଥ ଏକ କୋଚିଂ ସେଣ୍ଟରରେ +୨ ବିଜ୍ଞାନ ଛାତ୍ରୀଛାତ୍ର ସମର କୋର୍ସ ଶିକ୍ଷା ନେଉଥିବା ଦେଖିବାକୁ ମିଳିଛି। ଏ ସଂକ୍ରାନ୍ତରେ ଧାମନଗର ତହସିଲଦାର ଅଭିପ୍ସା ପଟ୍ଟନାୟକ ଓ ବ୍ଲକ ଶିକ୍ଷାଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ଏଭଳି ବେଆଇନ କାର୍ଯ୍ୟ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Youtubeରେ ଗୋଲ୍ଟ ବଟନ୍ ମିଳିଲେ ମାସକୁ ମିଳେ କେତେ ଟଙ୍କା ?

ନୂଆଦିଲ୍‌ଲୀ,୧୦।୧୨: ତିଦିନ ଲକ୍ଷ ଲକ୍ଷ ଭିଡିଓ ଅପଲୋଡ଼ ହେଉଛି ଆଉ କେତେକ କ୍ରିଏଟର ଏହା ଦ୍ୱାରା କୋଟି କୋଟି ଟଙ୍କା ମଧ୍ୟ ରୋଜଗାର କରୁଛନ୍ତି। YouTube...

ଆମରଣ ଅନଶନରେ ଆୟୁଷ ଛାତ୍ରୀଛାତ୍ର : ଦେଲେ ଚେତାବନୀ, ଦାବି ପୂରଣ ନହେବା ଯାଏ…

ବଲାଙ୍ଗୀର, ୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରେ ନିଖିଳ ଓ ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଜୋରଦାର ଆନ୍ଦୋଳନ...

ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ନୂଆବର୍ଷରେ କମ୍‌ ବଢିବ ଦରମା

ନୂଆଦିଲ୍‌ଲୀ,୧୦।୧୨: ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କୁ ଶକ୍ତ ଝଟ୍‌କା। ୧ କୋଟି ୨୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ସାମାନ୍ୟ ଦରମା ବୃଦ୍ଧି...

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

ଏବେ ବି ବଞ୍ଚିଛି ଗୁରୁ ଶିଷ୍ୟ ପରମ୍ପରା

ମହାକାଳପଡ଼ା,୧୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଭାରତୀୟ ବିଭିନ୍ନ ଧାର୍ମିକ ସଂସ୍କୃତି ପରମ୍ପରା ଖୁବ୍‌ ପ୍ରାଚୀନ କାଳରୁ ରହିଆସିଛି। ପାଶ୍ଚାତ୍ୟ ଧର୍ମ ଭିନ୍ନ ଥିବାବେଳେ ଭାରତୀୟ ଧାର୍ମିକ ସଂସ୍କୃତି...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri