ଭଦ୍ରକରେ ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା ଘଟଣା, ମୃତକଙ୍କ ପରିବାରକୁ ଦିଆଯିବ ୨ଲକ୍ଷ: ବିଧାୟକ

ଭଦ୍ରକ ଅଫିସ,୩।୧: ଭଦ୍ରକ ଜିଲା ୧୬ନମ୍ବର ଜାତୀୟ ରାଜପଥ ବନ୍ତ ଛକ ନିକଟରେ ଶୁକ୍ରବାର ଭୋର ସମୟରେ ଏକ ଅଭାବନୀୟ ଘଟଣା ଘଟିଥିଲା। ଏକ ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କାହୋଇ ଏଥିରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୮ଜଣ ଗୁରୁତର ହୋଇଥିଲେ। ତେବେ ମୃତକଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ଦାବିରେ ମେଡିକାଲରେ ଉତ୍ତେଜନା ପ୍ରକାଶ ପାଇଥିଲା। ପରେ ଲୋକେ ଆଉଟ୍‌ଡୋର ସମ୍ମୁଖରେ ମୃତହେହ ରଖି କ୍ଷତିପୂରଣ ଦାବି କରିଥିଲେ। ପୋଲିସ ପହଞ୍ଚି ଆଲୋଚନା ଜାରି ରଖିଥିବା ବେଳେ ବିଧାୟକ ସଞ୍ଜୀବ ମଲିକ ଆନ୍ଦୋଳନକାରୀଙ୍କ ସହ ଆଲୋଚନାକରି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିବା ପରେ ମୃତଦେହ ବ୍ୟବଚ୍ଛେଦ ପାଇଁ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri