ଭଦ୍ରକର ୫ ପଞ୍ଚାୟତ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା: ସମସ୍ତ ପ୍ରବେଶ ପଥ ସିଲ୍‌

ଭଦ୍ରକ ଅଫିସ,୨୦ା୪: ଭଦ୍ରକ ଜିଲାରେ ସୋମବାର ଆଉ ୫ କରୋନା ରୋଗୀ ଚି଼ହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ୫ଟି ପଞ୍ଚାୟତକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି। ଭଣ୍ଡାରିପୋଖରୀ ବ୍ଲକର ରହଣିଆ ଓ ତେସିଙ୍ଗା ପଞ୍ଚାୟତକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କରାଯାଇଥିବା ବେଳେ ବାସୁଦେବପୁର ବ୍ଲକ ଖରିଦାବିନାୟକପୁର, ପଦ୍ମପୁର ଓ ଲଷ୍ମୀଦାସପୁର ପଞ୍ଚାୟତକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କରାଯାଇ ସମସ୍ତ ପ୍ରବେଶ ପଥ ସିଲ୍‌ କରିଦିଆଯାଇଛି।
ସୂଚନାଯୋଗ୍ୟ, ଜିଲାରେ ପୂର୍ବରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୋମବାର ଆଉ ୫ ଜଣ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ପୂର୍ବରୁ ୨ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?