ଭଦ୍ରକ କଲେଜରେ ଛାତ୍ର ଅଶାନ୍ତି, କ୍ଲାସ ବର୍ଜନ କରି ଫାଟକ ସମ୍ମୁଖରେ ଧାରଣା

ଭଦ୍ରକ ଅଫିସ,୪।୧୧: ଭଦ୍ରକ କଲେଜରେ ଥିବା ବିଭିନ୍ନ ସମସ୍ୟା ପ୍ରତି ଦୀର୍ଘବର୍ଷ ଧରି ଅଣଦେଖା କରାଯାଉଥିବାରୁ ଛାତ୍ର ଅଶାନ୍ତି ଦେଖାଦେଇଛି। ଫଳରେ ଛାତ୍ରୀଛାତ୍ର କ୍ଲାସ ବର୍ଜନ କରି କଲେଜ ଫାଟକ ସମ୍ମୁଖରେ ଧାରଣାରେ ବସିଛନ୍ତି। କଲେଜ ଅଧ୍ୟକ୍ଷ, ଜିଲାପାଳ, ପୂର୍ତ୍ତ ବିଭାଗର ଅଣଦେଖା ନେଇ ଏହି ଅସନ୍ତୋଷ ଦେଖାଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା…

ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା,୨୭ା୭(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି।…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ, କହିଲେ ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ…

ଭୁବନେଶ୍ୱର,୨୭ା୭: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।…

ଏଇ ଭାରତରେ

ଉତ୍ତରପ୍ରଦେଶ କାନପୁର, ପ୍ରୟାଗରାଜ ଓ ଫାରୁଖାବାଦର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବାବେଳେ ସେଥିରୁ ୭୫ ପ୍ରତିଶତ ଗଛ ବଞ୍ଚାଇବାରେ ସଫଳ ହୋଇଛନ୍ତି ପିଲମାନେ।…

ସବୁଜ ବିକାଶର ଭିତ୍ତିଭୂମି

ଧୁନିକ ଯୁଗରେ ଶକ୍ତି ହେଉଛି ବିକାଶର ମୂଳ ଆଧାର। ବିଦ୍ୟୁତ୍‌ ବିନା ଆଜିର ଜୀବନଯାତ୍ରାକୁ କଳ୍ପନା କରିବା ଅସମ୍ଭବ। କିନ୍ତୁ ଜନସଂଖ୍ୟା ବୃଦ୍ଧି, ଶିଳ୍ପାୟନ ଓ ସହରୀକରଣ…

ଗାଦିଚ୍ୟୁତ ହେବେ ଭାଜପା ସରକାର! CJP ପରେ ମୁଣ୍ଡ ଟେକିଲାଣି RHA; ୩୫ ଲକ୍ଷ ଫଲୋୟର୍ସ, E20 ଜନତା ପାର୍ଟି ବି ଦେଲାଣି ଟେନସନ

ନୂଆଦିଲ୍ଲୀ,୨୭।୭: ‘କକ୍ରୋଚ ଜନତା ପାର୍ଟି’ (CJP) ସୋସିଆଲ ମିଡିଆ – ବିଶେଷକରି ଇନଷ୍ଟାଗ୍ରାମ – ମାଧ୍ୟମରେ ଏତେ ବଡ଼ ପ୍ରତିବାଦ କରିଥିଲା ଯେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷାମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri