ଭବାନୀପାଟଣାରେ ୫ମ ଅନ୍ତର୍ଜାତୀୟ ଯୋଗ ଦିବସ

ଭବାନୀପାଟଣା,୨୧।୬ (ଡି.ଏନ୍‌.ଏ.): ଯୋଗ ଦ୍ୱାରା ଏକ ସୁସ୍ଥ ଓ ନୀରୋଗ ଶରୀର ଗଠନ ପାଇଁ ଶୁକ୍ରବାର ଭବାନୀପାଟଣାରେ ୫ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ପତଞ୍ଜଳି ଯୋଗ ସମିତି ଭବାନୀପାଟଣା ଶାଖା ପକ୍ଷରୁ ଏହା ସ୍ଥାନୀୟ ବ୍ୟାୟାମ ଶାଳା, ଭବାନୀପାଟଣାଠାରେ ଏକ ହଜାରୁ ଊର୍ଦ୍ଧ୍ୱ ଯୋଗୀଙ୍କ ଗହଣରେ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଭବାନୀପାଟଣା ବିଧାୟକ ପ୍ରଦୀପ୍ତ ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ହେମନ୍ତ କୁମାର ମୁଣ୍ଡ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ବରିଷ୍ଠ ଆଇନଜୀବୀ ଗଜେନ୍ଦ୍ର ପାଢୀ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ପ୍ରତିଭା ଅନୁଷ୍ଠାନର ଅଧ୍ୟକ୍ଷ ଧ୍ୟାନାନନ୍ଦ ପଣ୍ଡା ଅଶୋକ କୁମାର ମୁଣ୍ଡ ଯୋଗ ପ୍ରଶିକ୍ଷଣ ଦେଇଥିଲେ। ସେହିପରି ସ୍ଥାନୀୟ ବିକାଶ କଲେଜରେ ଆନ୍ତର୍ଜାତିକ ଯୋଗ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଯୋଗ ଶିବିରକୁ ଜିଲା ଫିଜିକାଲ ଏଜୁକେଶନ୍‌ ଇନ୍ସପେକ୍ଟର ମହେନ୍ଦ୍ର ପଣ୍ଡା ଓ ସଞ୍ଜୟ କୁମାର ଯୋଗଦେଇ ଯୋଗ ଶିକ୍ଷା ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?