ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌:ଦ୍ୱିତୀୟ ଦିନରେ ମର୍ନିଂ କ୍ଲବ ବିଜୟୀ

ଭବାନୀପାଟଣା,୧୭।୯(ଡି.ଏନ.ଏ.)
ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ର ୨ୟ ଦିବସ ସୋମବାର ମ୍ୟାଚ୍‌ରେ ମର୍ନିଂ କ୍ଲବ ବିଜୟୀ ହୋଇଛି। ମର୍ନିଂ କ୍ଲବ ବନାମ ଇଣ୍ଡିଆନ କ୍ଲବ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ମର୍ନିଂ କ୍ଲବ ୨-୧ ଗୋଲରେ ବିଜୟୀ ହୋଥିଲା। ମର୍ନିଂ କ୍ଲବ ତରଫରୁ ବସନ୍ତ ଶବର ୨ଟି ଗୋଲ ଦେଇଥିବା ବେଳେ ଇଣ୍ଡିଆନ୍‌ କ୍ଲବ ତରଫରୁ ମହେନ୍ଦ୍ର ଲହଜଲ ଗୋଟିଏ ଗୋଲ ଦେଇଥିଲେ। ଫଳରେ ମର୍ନିଂ କ୍ଲବ ବିଜୟୀ ହୋଇଥିଲା। ଦ୍ୱିତୀୟ ଦିବସର ମ୍ୟାଚ୍‌ରେ ପୂର୍ବତନ ସନ୍ତୋଷ ଟ୍ରଫି ଫୁଟବଲ୍‌ ଖେଳାଳି ନଳିନୀ ରଞ୍ଜନ ମୁଣ୍ଡ ଅତିଥି ଭାବେ ଯୋଗଦେଇଥିଲେ। ଦ୍ୱିତୀୟ ଦିବସରେ ଜିତେନ୍ଦ୍ର ରଥ, ସନ୍ତୋଷ ପ୍ରଧାନ, ରଞ୍ଜନ କୁମାର ଦାସ ଓ ଦେବେନ୍ଦ୍ର କୁମାର ରାଉତ୍‌ ପ୍ରମୁଖ ଖେଳ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri