ଭବାନୀପାଟଣା ହାତୀଦାନ୍ତ ଓ ବାଘଛାଲ ଜବତ ଘଟଣା: ଆଉ ଜଣଙ୍କୁ ଗିରଫ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୧୯।୧୨ (ବ୍ୟୁରୋ): ଭବାନୀପାଟଣାରୁ ଗତମାସ ୭ତାରିଖରେ ହାତୀଦାନ୍ତ ଓ ବାଘଛାଲ ଜବତ ଘଟଣାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ ବୁଧବାର ଆଉ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ନାଁ ହେଉଛି ପରମାନନ୍ଦ ଧାରୁଆ ଓରଫ ଶାଖା(୨୯)। ତାଙ୍କ ଘର ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ ଦୁମରାପଲ୍ଲୀ ଗ୍ରାମରେ।
ସୂଚନାଯୋଗ୍ୟ, ଭବାନୀପାଟଣାରେ ଏହି ଚୋରା କାରବାର ହେଉଥିବା କ୍ରାଇମ୍‌ବ୍ରାଞ୍ଚ ଖବର ପାଇଥିଲା। ଏହାକୁ ଭିତ୍ତିକରି ନଭେମ୍ବର ୭ରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ର ଏକ ଟିମ୍‌ ସହିତ ବନବିଭାଗ କର୍ମଚାରୀ ସେଠାକୁ ଗରାଖ ହୋଇ ଯାଇଥିଲେ। ଦୁଇଟି ବନ୍ୟପ୍ରାଣୀ ସାମଗ୍ରୀ ଲାଗି ମୂଲଚାଲ ହୋଇଥିଲା। ଶେଷରେ ମୋଟ ୮ଲକ୍ଷ ଟଙ୍କାରେ ନେବା ପାଇଁ ସ୍ଥିର ହୋଇଥିଲା। ଏହି ସମୟରେ ସେମାନଙ୍କୁ ରେଡ୍‌ ହ୍ୟାଣ୍ଡ ଧରିଥିଲା ଟିମ୍‌। ଘଟଣାସ୍ଥଳରୁ ୩ ଜଣଙ୍କୁ ଗିରଫ କରାଯାଇଥିବାବେଳେ ପରେ ଆଉ ୩ ଜଣଙ୍କୁ ଗିରଫ କରାଯାଇଥିଲା। ବତ୍ତର୍ମାନ ଏହି ଘଟଣାରେ ମୋଟ ୭ ଜଣଙ୍କୁ ଗିରଫ କରାଯାଇଛି। ଏନେଇ ତଦନ୍ତ ପ୍ରକ୍ରିୟା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri