ଭବାନୀଶଙ୍କରଙ୍କୁ ଲକ୍ଷେ ବେଲପତ୍ର ଲାଗି: ବଡ଼ସିଂହାର ବେଶ ଦର୍ଶନ ଲାଗି ଭକ୍ତଙ୍କ ଭିଡ଼

ଭବାନୀପାଟଣା,୧୩।୮(ଡି.ଏନ୍‌.ଏ.): ଶ୍ରାବଣ ମାସର ଶେଷ ସୋମବାର ଉପଲକ୍ଷେ କଳାହାଣ୍ଡି ଜିଲା ଭବାନୀପାଟଣା ସହରର ଭବାନୀଶଙ୍କର ମହାଦେବଙ୍କ ନିକଟରେ ଏକ ଲକ୍ଷ ବେଲପତ୍ର ଲାଗି କରାଯାଇଛି। ରବିବାର ପ୍ରାୟ ୮୦ ଶ୍ରଦ୍ଧାଳୁ ଭବାନୀପାଟଣାଠାରୁ ପାଞ୍ଚ କିଲୋମିଟର ଦୂରରେ ଥିବା ଗୁଣ୍ଡି ଡଙ୍ଗରକୁ ଯାଇ ଭୋର ଅପରାହ୍ନ ୫ଟା ଯାଏ ଏହି ବେଲପତ୍ର ସଂଗ୍ରହ କରିଥିଲେ। ମନ୍ଦିରର ମଣ୍ଡପରେ ବେଲପତ୍ର ଗଣତି ହେବା ପରେ ସୋମବାର ଭୋରରୁ ଭବାନୀଶଙ୍କରଙ୍କ ନିତି ଆଳତି ପରେ ଏକଲକ୍ଷ ବେଲପତ୍ର ଲାଗି କରାଯାଇଥିଲା। ଏକଲକ୍ଷ ବେଲପତ୍ର ଲାଗି ବାବାଙ୍କର ବଡସିଂହାର ବେଶ ଦର୍ଶନ କରିବା ଲାଗି ଦିନ ତମାମ ମନ୍ଦିରରେ ଶ୍ରଦ୍ଧାଳୁମାନଙ୍କର ଭିଡ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ...

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ...

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ...

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri