ଭବାନୀଶଙ୍କରଙ୍କୁ ଲକ୍ଷେ ବେଲପତ୍ର ଲାଗି: ବଡ଼ସିଂହାର ବେଶ ଦର୍ଶନ ଲାଗି ଭକ୍ତଙ୍କ ଭିଡ଼

ଭବାନୀପାଟଣା,୧୩।୮(ଡି.ଏନ୍‌.ଏ.): ଶ୍ରାବଣ ମାସର ଶେଷ ସୋମବାର ଉପଲକ୍ଷେ କଳାହାଣ୍ଡି ଜିଲା ଭବାନୀପାଟଣା ସହରର ଭବାନୀଶଙ୍କର ମହାଦେବଙ୍କ ନିକଟରେ ଏକ ଲକ୍ଷ ବେଲପତ୍ର ଲାଗି କରାଯାଇଛି। ରବିବାର ପ୍ରାୟ ୮୦ ଶ୍ରଦ୍ଧାଳୁ ଭବାନୀପାଟଣାଠାରୁ ପାଞ୍ଚ କିଲୋମିଟର ଦୂରରେ ଥିବା ଗୁଣ୍ଡି ଡଙ୍ଗରକୁ ଯାଇ ଭୋର ଅପରାହ୍ନ ୫ଟା ଯାଏ ଏହି ବେଲପତ୍ର ସଂଗ୍ରହ କରିଥିଲେ। ମନ୍ଦିରର ମଣ୍ଡପରେ ବେଲପତ୍ର ଗଣତି ହେବା ପରେ ସୋମବାର ଭୋରରୁ ଭବାନୀଶଙ୍କରଙ୍କ ନିତି ଆଳତି ପରେ ଏକଲକ୍ଷ ବେଲପତ୍ର ଲାଗି କରାଯାଇଥିଲା। ଏକଲକ୍ଷ ବେଲପତ୍ର ଲାଗି ବାବାଙ୍କର ବଡସିଂହାର ବେଶ ଦର୍ଶନ କରିବା ଲାଗି ଦିନ ତମାମ ମନ୍ଦିରରେ ଶ୍ରଦ୍ଧାଳୁମାନଙ୍କର ଭିଡ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri