ତାଳଚେର,୩।୮(ନି.ପ୍ର.): ଅନୁଗୋଳ ଜିଲା ଭରତପୁର କୋଇଲାଖଣି ଦୁର୍ଘଟଣା ପରେ ୩ ହଜାର ମେଗାୱାଟ ବିଶିଷ୍ଟ ମହାରତ୍ନ କମ୍ପାନୀ କଣିହଁାସ୍ଥିତ ଏନ୍ଟିପିସି ବିଦ୍ୟୁତ୍ ପ୍ରକଳ୍ପରେ କୋଇଲା ସଙ୍କଟ ଦିନକୁ ଦିନ ବଢ଼ିବାରେ ଲାଗଛି। କୋଇଲା ଅଭାବରୁ ବିଭାଗୀୟ କର୍ତ୍ତୃପକ୍ଷ ଶନିବାର ପୁଣି ଆଉ ଏକ ୟୁନିଟକୁ ବନ୍ଦ କରିଦେଇଛନ୍ତି। ତେବେ ଏହାକୁ ମିଶାଇ ବନ୍ଦ ୟୁନିଟ ସଂଖ୍ୟା ୪କୁ ବୃଦ୍ଧି ପାଇଛି।
ସୂଚନାଯୋଗ୍ୟ, କଣିହଁାରେ ୩ ହଜାର ମେଗାୱାଟ(୫ଶହ ମେଗାୱାଟ ବିଶିଷ୍ଟ ୬ଗୋଟି) ୟୁନିଟ ରହିଥିବା ବେଳେ ପ୍ରକଳ୍ପ ପାଇଁ ପ୍ରତିଦିନ ୫୫ ହଜାର ମେଟ୍ରିକ୍ ଟନ୍ କୋଇଲା ଆବଶ୍ୟକ ହୋଇଥାଏ। ମାତ୍ର କୋଇଲା ଷ୍ଟକ୍ ନ ଥିବା ସହ ଆବଶ୍ୟକ ପରିମାଣର ମିଳୁ ନ ଥିବାରୁ କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଗତ ୨୯ ତାରିଖରୁ ୧, ୪ ଓ ୫ ୟୁନିଟକୁ ବନ୍ଦ କରିଦିଆଯାଇଥିଲେ ମଧ୍ୟ ୩ଟି ୟୁନିଟ ଚାଲୁ ରହିଥିଲା। ମାତ୍ର ୨ ନଂ. ୟୁନିଟକୁ ଶନିବାର ବନ୍ଦ କରିଦିଆଯାଇଛି। ଷ୍ଟକ୍ରେ ଥିବା ୪ ହଜାର ମେଟ୍ରିକ ଟନ୍ କୋଇଲାରେ ଗୋଟିଏ ୟୁନିଟ ଚାଲିବା ସମ୍ଭବପର ନୁହେଁ। ତେଣୁ ଆବଶ୍ୟକ ପରିମାଣରେ କୋଇଲା ନ ମିଳିଲେ ଆଗାମୀ ଦିନରେ ଅନ୍ୟ ୟୁନିଟକୁ ବନ୍ଦ କରାଯିବ ବୋଲି ଜଣାପଡ଼ିଛି। ଏ ନେଇ ବିଦ୍ୟୁତ୍ ଉପତ୍ାଦନ କ୍ରମଶଃ ହ୍ରାସ ପାଇବାରେ ଲାଗିଛି ।
ଭରତପୁର କୋଇଲାଖଣି ଦୁର୍ଘଟଣା ପରେ ଏନ୍ଟିପିସି ବିଦ୍ୟୁତ୍ ପ୍ରକଳ୍ପରେ କୋଇଲା ସଙ୍କଟ: ବନ୍ଦ ୟୁନିଟ୍ ସଂଖ୍ୟା ୪କୁ ବୃଦ୍ଧି
Posted inHome Left, ଅନୁଗୋଳ, ଆମ ଜିଲା ଖବର View All
୩ ରାଶି ହୋଇଯାଆନ୍ତୁ ସତର୍କ, ମାଡିଆସୁଛି ସଙ୍କଟ! ରକ୍ଷାବନ୍ଧନରେ ଘଟୁଛି ଏଭଳି ଯାହା କେବେ…
ରକ୍ଷାବନ୍ଧନ ଦିନ ଅର୍ଥାତ୍ ୨୮ ଅଗଷ୍ଟରେ ଆଂଶିକ ଚନ୍ଦ୍ରଗ୍ରହଣ ହେବ। ଜ୍ୟୋତିଷଙ୍କ ମତାନୁସାରେ, ଏହି ଗ୍ରହଣର ପ୍ରଭାବ କିଛି ରାଶିର ବ୍ୟକ୍ତିଙ୍କ ଉପରେ ପଡ଼ିପାରେ। ବିଶେଷକରି ମେଷ,…
ଭାଙ୍ଗିଗଲା ବିବାହ ସ୍ବପ୍ନ: ପ୍ରେମିକଙ୍କ ଆଗରେ ଏମିତି କାମ କଲେ ପ୍ରେମିକା
ରାଉରକେଲା,୨୦।୮(ସଙ୍ଗୀତା ଜେନା):ବିବାହ କରିବାକୁ ମନା କରିବାରୁ ଝିରପାଣି ଥାନା ଅନ୍ତର୍ଗତ ଝିରପାଣି ଭଟା ବସ୍ତିରେ ଗତ ୧୪ ତାରିଖ ସକାଳେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସମ୍ମୁଖରେ…
ଲୋକ ସଭା ଆସନକୁ ନେଇ ବଡ଼ ଗେମ୍ ଖେଳିବ କଂଗ୍ରେସ! ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ଏକ ପ୍ରସ୍ତାବ ପାସ କରୁଛି
ନୂଆଦିଲ୍ଲୀ,୨୦।୮: କଂଗ୍ରେସ ବୁଧବାର ଦାବି କରିଥିଲା ଯେ ଆଗାମୀ ୨୫ ବର୍ଷ ପାଇଁ ୫୪୩ ଲୋକ ସଭା ଆସନର ବର୍ତ୍ତମାନର ସଂଖ୍ୟା ବଜାୟ ରଖାଯାଉ। ଦଳ ଏହା…
କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା
ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…
ହେଲିକପ୍ଟର ଦୁର୍ଘଟଣା: ଗୁଇନ୍ଦା ସଂସ୍ଥା ମୁଖ୍ୟଙ୍କ ସମେତ ୭ ମୃତ, ମୃତକଙ୍କ ମଧ୍ୟରେ ୫ ଆମେରିକୀୟ ନାଗରିକ
ନାଇରୋବି,୨୦।୮: କେନ୍ଦ୍ରୀୟ କେନିଆରେ ବୁଧବାର ଏକ ସଫାରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା, ଯାହା ଫଳରେ ଏଥିରେ ଥିବା ସମସ୍ତ ସାତ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ…
ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା
ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…
ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ
ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…
ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର
ଭୁବନେଶ୍ୱର,୨୦।୮(ସୁନିତ୍ ମିଶ୍ର):ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ (ଓଇଆର୍ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…
Archives

