Posted inଖେଳ

ଭାରତର ପ୍ରଥମେ ବ୍ୟାଟିଂ

ମୁମ୍ବାଇ,୧୧୧୨- ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ୩ୟ ତଥା ଅନ୍ତିମ ଟି୨୦ ମ୍ୟାଚରେ ଭାରତ ପ୍ରଥମେ ବ୍ୟାଟିଂ କରିବ। ଓ୍ବେଷ୍ଟଇଣ୍ଡିଜ ଅଧତ୍ନାୟକ କିରନ ପୋଲାର୍ଡ ଟସ୍ ଜିତି ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ଦଳରେ ଦୁଇ ପରିବର୍ତ୍ତନ ହୋଇଛି । ରବୀନ୍ଦ୍ର ଜାଡେଜା ଓ ୟୁଜବେନ୍ଦ୍ର ଚହଲ ବାଦ୍ ପଡ଼ିଛନ୍ତି। ଏମାନଙ୍କ ବଳଦରେ ସ୍ଥାନ ପାଇଛନ୍ତିମହମ୍ମଦ ଶାମି ଓ କୁଲଦୀପ ଯାଦବ। ଗତ ସିରିଜ୍ ଭଳି ଚଳିତ ଥର ମଧ୍ୟ ସଞ୍ଜୁ ସାମସନଙ୍କୁ କୌଣସି ସୁଯୋଗ ମିଳି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ଶକ୍ତ ଝଟ୍‌କା: ଆଉ ଜଣେ ଟିଏମସି ରାଜ୍ୟ ସଭା ଏମପି ଦେଲେ ଇସ୍ତଫା, କାରଣ….

କୋଲକାତା,୧୬ା୭: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସକୁ ଆଉ ଏକ ଝଟକା ଲାଗିଛି । ଅଭିନେତ୍ରୀରୁ ରାଜନେତ୍ରୀ ହୋଇଥିବା ଏବଂ ପଶ୍ଚିମବଙ୍ଗର ଟିଏମସି ରାଜ୍ୟ ସଭା ଏମପି କୋଏଲ…

ଜନଜାତିଙ୍କ ନିଆରା ପରମ୍ପରା: ରଥାରୂଢ଼ ହେଲେ ତିନି ଠାକୁର, ଏମ୍‌ପିଙ୍କ ଛେରାପହଁରା ପରେ ଗଡ଼ିଲା ରଥ

ଦାରିଙ୍ଗବାଡ଼ି,୧୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ଦୁର୍ଗମ ଗବାଟବାଡ଼ି ଗ୍ରାମରେ ଗୁରୁବାର ରଥଯାତ୍ରା ବହୁ ଆଡ଼ମ୍ବର ତଥା ଜନଜାତିଙ୍କ ସଂସ୍କୃତି ପରମ୍ପରାରେ ପାଳିତ…

ହିନ୍ଦୁ ଛାତ୍ରଙ୍କୁ କଲମା ପଢ଼ାଇଲେ ଶିକ୍ଷକ, ଅଭିଭାବକ ସ୍କୁଲରେ ପଶି କଲେ….

ହାଇଦ୍ରାବାଦ,୧୬ା୭: ହାଇଦ୍ରାବାଦର ସଇଦାବାଦ ଅଞ୍ଚଳର ଏକ ଘରୋଇ ସ୍କୁଲରେ ବିବାଦ ଦେଖାଦେଇଛି । ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ଜଣେ ହିନ୍ଦୁ ଛାତ୍ରଙ୍କ ଅଭିଭାବକ ଅଭିଯୋଗ କରିଛନ୍ତି ଯେ…

ତାଜମହଲ ସାମ୍ନାରେ ଖୋଲିଗଲା ବିଦେଶୀ ମହିଳାଙ୍କ ଶାଢ଼ି, ଏମିତି କାମ କଲେ ମହିଳା କନଷ୍ଟେବଳ, ଭିଡିଓ ଦେଖିଲେ…

ତାଜମହଲ ବିଶ୍ୱର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳ ମଧ୍ୟରୁ ଗୋଟିଏ। ପ୍ରତିବର୍ଷ କେବଳ ଭାରତ ନୁହେଁ ବରଂ ବିଶ୍ୱର ବିଭିନ୍ନ ସ୍ଥାନରୁ ଲକ୍ଷଲକ୍ଷ ପର୍ଯ୍ୟଟକ ପରିଦର୍ଶନ କରିବାକୁ ଆସିଥାନ୍ତି।…

ବିନାଶ କରିଦେବୁ…ଟ୍ରମ୍ପଙ୍କୁ ସିଧା ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ,୧୬।୭: ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ମଧ୍ୟରେ ତେହରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଦୃଢ଼ ମନୋଭାବ ଗ୍ରହଣ କରିଛି। ଇରାନର…

ପ୍ରବଳ ବର୍ଷା ସତ୍ତ୍ୱେ କେଏସୟୁବି କଲେଜରେ ଚାରାରୋପଣ: ସହଯୋଗ କଲେ…

ଭଞ୍ଜନଗର,୧୬।୭(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଗୁରୁବାର ପ୍ରବଳ ବର୍ଷା ସତ୍ତ୍ୱେ ଚାରାରୋପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ଡ. ଗଗନ ବିହାରୀ…

ନିଜ ଦରମାରୁ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଦେଲେ ସମିତି ସଭ୍ୟ ଧ୍ରୁବ, ବୁଦ୍ଧିଜୀବୀ ମହଲରେ ଉଚ୍ଚ ପ୍ରଶଂସା

ଗଞ୍ଜାମ,୧୬।୭ (ବିଦ୍ୟାଧର ସାହୁ ): ଝିଅ ବିବାହ ଏବଂ ମୃତ ବ୍ୟକ୍ତିଙ୍କ ପରିବାରକୁ ଆର୍ଥିକ ସହାୟତା କରି ଚର୍ଚ୍ଚାରେ ସମିତି ସଭ୍ୟ ଧ୍ରୁବ ଚରଣ ପଲାଇ। ଗଞ୍ଜାମ…

ଜାରି ରହିଛି ଲଗାଣ ବର୍ଷା: କୁଲାଡ ରଥଯାତ୍ରା ବର୍ଷା ପାଇଁ ନାହିଁ ଶ୍ରଦ୍ଧାଳୁଙ୍କ ଭିଡ଼

ଭଞ୍ଜନଗର,୧୬।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବୁଧବାର ରାତିରୁ ଗୁରୁବାର ଖବର ଲେଖା ହେବା ପର୍ଯ୍ୟନ୍ତ ଲଗାଣ ବର୍ଷା ଲାଗି ରହିଛି। ଏହାଦ୍ୱାରା ଜନଜୀବନ ଅସ୍ତବ୍ୟସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri