ଭର୍ଜିନିଆ ମ୍ୟୁନିସ୍‌ପାଲ ବିଲ୍ଡିଂରେ ଆଖିବୁଜା ଗୁଳି ଚଳାଇଲେ ଅଜଣା ବ୍ୟକ୍ତି: ୧୧ ମୃତ

ଭର୍ଜିନିଆ,୧।୬: ଆମେରିକା ଭର୍ଜିନିଆରେ ଜଣେ ଅଜଣା ବ୍ୟକ୍ତିଙ୍କ ଗୁଳିମାଡ଼ରେ ୧୧ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏଥବରେ ୬ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ମ୍ୟୁନିସ୍‌ପାଲ ବିଲ୍ଡିଂରେ ଜଣେ ଅଜଣାବ୍ୟକ୍ତି ପଶି ଏଭଳି କାଣ୍ଡ ଭିଆଇଥିବା ପୋଲିସ ସୂଚନା ଦେଇଛି। ସେ ଏକ ସରକାରୀ କାର୍ଯ୍ୟାଳୟରେ କାମ କରୁଥିବା ପୋଲିସ କିହିଛି। ଏହି ଘଟଣାରେ ଜଣେ ପୋଲିସ କର୍ମଚାରୀଙ୍କୁ ମଧ୍ୟ ଗୁଳି ଲାଗିଥିବା କୁହାଯାଉଛି। ତେବେ ସେ କାହିଁକି ଏଭଳି କରିଛନ୍ତି ସେନେଇ ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…

ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ମାନହାନି ମାମଲା, ଭିଡିଓ ଶେୟାର କରିବା ପଡିଲା ମହଙ୍ଗା!

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତଥା ଡ୍ୟାନ୍ସର ନୋରା ଫତେହି ପୁଣିଥରେ ଆଇନଗତ ବିବାଦରେ ଫସିଛନ୍ତି। ଗୁଜରାଟର ଗାନ୍ଧୀନଗର ଅଦାଲତରେ ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ସିଭିଲ…

ସରକାରୀ କର୍ମଚାରୀଙ୍କ ବଢ଼ିବ ଦରମା! ସାମ୍ନାକୁ ଆସିଲା ୮ମ ବେତନ ଆୟୋଗର ନୂଆ ଅପଡେଟ୍

ନୂଆଦିଲ୍ଲୀ,୮।୯: କେନ୍ଦ୍ରୀୟ କର୍ମଚାରୀ ଓ ପେନସନ୍‌ଭୋଗୀଙ୍କ ପାଇଁ ୮ମ ବେତନ ଆୟୋଗର ଆଲୋଚନା ଜୋରଦାର ହୋଇଛି। ଆୟୋଗ ୭ ଓ ୮ ସେପ୍ଟେମ୍ବରରେ ଚେନ୍ନାଇରେ କର୍ମଚାରୀ ସଂଗଠନ,…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଦେଲେ ହାଇକୋର୍ଟ, ପିଏମ୍‌ ମୋଦିଙ୍କୁ ନେଇ…

ନୂଆଦିଲ୍ଲୀ, ୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ମନ୍ତବ୍ୟକୁ ନେଇ ଚାଲିଥିବା ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଲାଗିଛି। ମଙ୍ଗଳବାର (ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri