Posted inଜାତୀୟ

ଭଲ ବର୍ଷା ପାଇଁ ଖୋଲା ଆକାଶ ତଳେ ୪ ମାସ ହେବ ତପସ୍ୟା କରୁଛନ୍ତି ସାଧୁ

ଦୌସା,୧୩।୬: ରାଜସ୍ଥାନର ଦୌସାର ଜିଲା ମୁଖ୍ୟାଳୟଠାରୁ ମାତ୍ର ୩ କିଲୋମିଟର ଦୂରରେ ବଜୋରିର ବାଲାଜି ମନ୍ଦିର ପରିସରରେ ଜଣେ ସାଧୁ ବିଗତ ୪ ମାସ ହେବ ତପସ୍ୟା କରୁଥିବା ଦେଖାଯାଇଛି। ଖୋଲା ଆକାଶ ତଳେ ଚାରିପଟେ ନିଆଁ ଜାଳି ସାଧୁ ଜଣଙ୍କ ତପସ୍ୟା କରୁଛନ୍ତି। ଜଗଦିଶ ଦାସ ମହାରାଜ ନାମକ ଏହି ସାଧୁ ଜଣଙ୍କ ଚଳିତ ବର୍ଷ ଆକାଶରୁ ଅଗ୍ନିବର୍ଷା ହେଉଥିବା ବେଳେ ଭଲ ବର୍ଷା କାମନା କରି ତପସ୍ୟା କରୁଥିବା କୁହାଯାଉଛି। ବର୍ତ୍ତମାନର ସ୍ବାର୍ଥପର ଦୁନିଆରେ ସାଧୁ ଜଣଙ୍କର ଏପରି ଚେଷ୍ଟା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହ ଯୋଗୁ ଲୋକେ ଘରୁ ବାହାରି ପାରୁ ନ ଥିବା ବେଳେ ସାଧୁ ଜଣଙ୍କ ଖୋଲା ଆକାଶ ତଳେ ବସି ଇନ୍ଦ୍ର ଦେବତାଙ୍କୁ ସନ୍ତୁଷ୍ଟ କରିବାକୁ ଯେଉଁ ଚେଷ୍ଟା କରଥିବା ଦେଖି ତାକୁ ସମସ୍ତେ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri