Posted inଜାତୀୟ

ଭଲ ବର୍ଷା ପାଇଁ ଖୋଲା ଆକାଶ ତଳେ ୪ ମାସ ହେବ ତପସ୍ୟା କରୁଛନ୍ତି ସାଧୁ

ଦୌସା,୧୩।୬: ରାଜସ୍ଥାନର ଦୌସାର ଜିଲା ମୁଖ୍ୟାଳୟଠାରୁ ମାତ୍ର ୩ କିଲୋମିଟର ଦୂରରେ ବଜୋରିର ବାଲାଜି ମନ୍ଦିର ପରିସରରେ ଜଣେ ସାଧୁ ବିଗତ ୪ ମାସ ହେବ ତପସ୍ୟା କରୁଥିବା ଦେଖାଯାଇଛି। ଖୋଲା ଆକାଶ ତଳେ ଚାରିପଟେ ନିଆଁ ଜାଳି ସାଧୁ ଜଣଙ୍କ ତପସ୍ୟା କରୁଛନ୍ତି। ଜଗଦିଶ ଦାସ ମହାରାଜ ନାମକ ଏହି ସାଧୁ ଜଣଙ୍କ ଚଳିତ ବର୍ଷ ଆକାଶରୁ ଅଗ୍ନିବର୍ଷା ହେଉଥିବା ବେଳେ ଭଲ ବର୍ଷା କାମନା କରି ତପସ୍ୟା କରୁଥିବା କୁହାଯାଉଛି। ବର୍ତ୍ତମାନର ସ୍ବାର୍ଥପର ଦୁନିଆରେ ସାଧୁ ଜଣଙ୍କର ଏପରି ଚେଷ୍ଟା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହ ଯୋଗୁ ଲୋକେ ଘରୁ ବାହାରି ପାରୁ ନ ଥିବା ବେଳେ ସାଧୁ ଜଣଙ୍କ ଖୋଲା ଆକାଶ ତଳେ ବସି ଇନ୍ଦ୍ର ଦେବତାଙ୍କୁ ସନ୍ତୁଷ୍ଟ କରିବାକୁ ଯେଉଁ ଚେଷ୍ଟା କରଥିବା ଦେଖି ତାକୁ ସମସ୍ତେ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି, କମାଏ ହୃଦ୍‌ରୋଗ ଆଶଙ୍କା

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri